ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୋସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳଗୁଡିକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ବାୟୁ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ […]

ଭୁବନେଶ୍ବର: ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୋସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳଗୁଡିକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ବାୟୁ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପଟେ ଗତକାଲି ରାଜ୍ୟର ୪ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆସନ୍ତା ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ବରଗଡରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍: ମୋଟ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

05 Jun 2024 By The Sakala

ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୋସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳଗୁଡିକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ବାୟୁ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପଟେ ଗତକାଲି ରାଜ୍ୟର ୪ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆସନ୍ତା ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ବରଗଡରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର