ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ବାଚସ୍ପତିଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ଚାଲିଛି ବିଧାନସଭା ଅଧିବେଶନ। ଆଜି ସୁରୁଖୁରୁରେ ଚିଲିଥିଲା ପ୍ରଶ୍ନକାଳ । ଏହାରି ମଧ୍ୟରେ ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଭିତରେ ମୋବାଇଲ ଫୋନରେ କଥା ହେଉଥିବା ଦେଖିବାକୁ ମିଳୁଛି। ଯେଉଁଥିରୁ କ୍ଷାନ୍ତ ରହିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହରେ ଏ ସବୁ କରିବା ଅନୁଚିତ। ତେଣୁ ଗୃହରେ ମୋବାଇଲ ବ୍ୟବହାର ନ କରିବା ପାଇଁ ତାଗିଦ କରିଛନ୍ତି ବାଚସ୍ପତି। ଏଥିସହ ବାହାରେ […]

ଭୁବନେଶ୍ବର: ଚାଲିଛି ବିଧାନସଭା ଅଧିବେଶନ। ଆଜି ସୁରୁଖୁରୁରେ ଚିଲିଥିଲା ପ୍ରଶ୍ନକାଳ । ଏହାରି ମଧ୍ୟରେ ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଭିତରେ ମୋବାଇଲ ଫୋନରେ କଥା ହେଉଥିବା ଦେଖିବାକୁ ମିଳୁଛି। ଯେଉଁଥିରୁ କ୍ଷାନ୍ତ ରହିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହରେ ଏ ସବୁ କରିବା ଅନୁଚିତ। ତେଣୁ ଗୃହରେ ମୋବାଇଲ ବ୍ୟବହାର ନ କରିବା ପାଇଁ ତାଗିଦ କରିଛନ୍ତି ବାଚସ୍ପତି। ଏଥିସହ ବାହାରେ ପାଣିର ପର୍ଯ୍ୟାପ୍ତ ବ୍ୟବସ୍ଥା ରହିଛି। କିନ୍ତୁ ବିଧାୟକ ମାନେ ପାଣି ବୋତଲ ନେଇ ଗୃହକୁ ଆସୁଛନ୍ତି। ଏଥିରୁ କ୍ଷାନ୍ତ ରହିବା ସହ ଗୃହ ଭିତରକୁ ପାଣି ବୋତଲ ନେଇ ନ ଆସିବାକୁ ବାଚସ୍ପତି କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

28 Aug 2024 By The Sakala

ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଚାଲିଛି ବିଧାନସଭା ଅଧିବେଶନ। ଆଜି ସୁରୁଖୁରୁରେ ଚିଲିଥିଲା ପ୍ରଶ୍ନକାଳ । ଏହାରି ମଧ୍ୟରେ ବିଧାନସଭା ଗୃହରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଭିତରେ ମୋବାଇଲ ଫୋନରେ କଥା ହେଉଥିବା ଦେଖିବାକୁ ମିଳୁଛି। ଯେଉଁଥିରୁ କ୍ଷାନ୍ତ ରହିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଗୃହରେ ଏ ସବୁ କରିବା ଅନୁଚିତ। ତେଣୁ ଗୃହରେ ମୋବାଇଲ ବ୍ୟବହାର ନ କରିବା ପାଇଁ ତାଗିଦ କରିଛନ୍ତି ବାଚସ୍ପତି। ଏଥିସହ ବାହାରେ ପାଣିର ପର୍ଯ୍ୟାପ୍ତ ବ୍ୟବସ୍ଥା ରହିଛି। କିନ୍ତୁ ବିଧାୟକ ମାନେ ପାଣି ବୋତଲ ନେଇ ଗୃହକୁ ଆସୁଛନ୍ତି। ଏଥିରୁ କ୍ଷାନ୍ତ ରହିବା ସହ ଗୃହ ଭିତରକୁ ପାଣି ବୋତଲ ନେଇ ନ ଆସିବାକୁ ବାଚସ୍ପତି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର