ମା’ ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା, ଆଜି ହେବ ମାଆଙ୍କ ମହାସ୍ନାନ…

The Sakala Picture
Published On

ଗଞ୍ଜାମ: ମାଆ ତାରାତାରିଣୀଙ୍କୁ ଦୁର୍ବୃତ୍ତ ମାନେ ଛୁଇଁବା ପରେ ଆଜି ହେବ ମହାସ୍ନାନ। ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମାଆ ଓ ଭଉଣୀମାନେ। ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ। ୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ। ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯି। ଏହାପରେ ଶ୍ରୀ ସୁପ୍ତ, […]

ଗଞ୍ଜାମ: ମାଆ ତାରାତାରିଣୀଙ୍କୁ ଦୁର୍ବୃତ୍ତ ମାନେ ଛୁଇଁବା ପରେ ଆଜି ହେବ ମହାସ୍ନାନ। ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମାଆ ଓ ଭଉଣୀମାନେ। ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ। ୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ। ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯି। ଏହାପରେ ଶ୍ରୀ ସୁପ୍ତ, ଦେବୀ ସୁପ୍ତ ସହ ବାତ୍ରୀ ସୁପ୍ତ ଭଳି ଏହି ତିନୋଟି ସୁପ୍ତକୁ ୧୦୮ଥର ପଠନ କରାଯିବ । ଏହାପରେ ମା’ଙ୍କ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମାଆ ତାରାତାରିଣୀ।‌ ଗତ ୬ ତାରିଖରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୂପା ଅଳଙ୍କାରକୁ ଚୋର ମାନେ ଚୋରି କରିଥିଲେ। ମା’ଙ୍କୁ ଚୋର ମାନେ ସ୍ପର୍ଶ କରିଥିବା ଯୋଗୁଁ ମା’ଙ୍କୁ ଏଭଳି ମହାସ୍ନାନ କରାଯିବ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

08 Nov 2024 By The Sakala

ମା’ ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା, ଆଜି ହେବ ମାଆଙ୍କ ମହାସ୍ନାନ…

ଗଞ୍ଜାମ: ମାଆ ତାରାତାରିଣୀଙ୍କୁ ଦୁର୍ବୃତ୍ତ ମାନେ ଛୁଇଁବା ପରେ ଆଜି ହେବ ମହାସ୍ନାନ। ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମାଆ ଓ ଭଉଣୀମାନେ। ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ। ୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ। ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯି। ଏହାପରେ ଶ୍ରୀ ସୁପ୍ତ, ଦେବୀ ସୁପ୍ତ ସହ ବାତ୍ରୀ ସୁପ୍ତ ଭଳି ଏହି ତିନୋଟି ସୁପ୍ତକୁ ୧୦୮ଥର ପଠନ କରାଯିବ । ଏହାପରେ ମା’ଙ୍କ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମାଆ ତାରାତାରିଣୀ।‌ ଗତ ୬ ତାରିଖରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୂପା ଅଳଙ୍କାରକୁ ଚୋର ମାନେ ଚୋରି କରିଥିଲେ। ମା’ଙ୍କୁ ଚୋର ମାନେ ସ୍ପର୍ଶ କରିଥିବା ଯୋଗୁଁ ମା’ଙ୍କୁ ଏଭଳି ମହାସ୍ନାନ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର