ଆସନ୍ତାକାଲିଠାରୁ ସ୍ପେଶାଲ ଓଜେଇଇ ଆରମ୍ଭ: ୨୮ ସହରରେ ୩୮ଟି କେନ୍ଦ୍ରରେ ପରୀକ୍ଷାଦେବେ ଛାତ୍ରଛତ୍ରୀ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ସ୍ପେଶାଲ ଓଜେଇଇ। ଓଜେଇଇ ପକ୍ଷରୁ ପରୀକ୍ଷା ପ୍ରସ୍ତୁତି ଚୁଡାନ୍ତ ହୋଇଛି।  ପରୀକ୍ଷା ପାଇଁ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି।  ପରୀକ୍ଷାର୍ଥୀଙ୍କ ପାଇଁ ୨୮ ସହରରେ ୩୮ଟି ପରୀକ୍ଷା କେନ୍ଦ୍ର ହୋଇଛି। ଏଥିପାଇଁ ୩ଟି ତାରିଖ ଧର୍ଯ୍ଯ କରାଯାଇଛି।  ସେପ୍ଟେମ୍ବର ୩, ୪ ଓ ୭ତାରିଖରେ ହେବ ପରୀକ୍ଷା ।  ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । (CBT) କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ପରୀକ୍ଷା ହେବ […]

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ସ୍ପେଶାଲ ଓଜେଇଇ। ଓଜେଇଇ ପକ୍ଷରୁ ପରୀକ୍ଷା ପ୍ରସ୍ତୁତି ଚୁଡାନ୍ତ ହୋଇଛି।  ପରୀକ୍ଷା ପାଇଁ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି।  ପରୀକ୍ଷାର୍ଥୀଙ୍କ ପାଇଁ ୨୮ ସହରରେ ୩୮ଟି ପରୀକ୍ଷା କେନ୍ଦ୍ର ହୋଇଛି। ଏଥିପାଇଁ ୩ଟି ତାରିଖ ଧର୍ଯ୍ଯ କରାଯାଇଛି।  ସେପ୍ଟେମ୍ବର ୩, ୪ ଓ ୭ତାରିଖରେ ହେବ ପରୀକ୍ଷା ।  ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । (CBT) କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ପରୀକ୍ଷା ହେବ ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ରାଜ୍ୟ ବାହାରେ କୋଲକାତା, ରାଞ୍ଚି ଏବଂ ପାଟନାରେ ମଧ୍ଯ ପରୀକ୍ଷା କେନ୍ଦ୍ର ହୋଇଛି।  ବିଟେକ୍, ବିଫାର୍ମା, ଏମବିଏ, ଲାଟେରାଲ ଏଣ୍ଟ୍ରିଟୁ ବିଟେକ୍, ଏମସିଏ, ଏମଟେକ୍, ଆର୍କିଟେକ୍, ଏମ୍ ଫାର୍ମା ପାଠ୍ୟକ୍ରମ ରେ ନାମ ଲେଖା ପାଇଁ  ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର