ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ

The Sakala Picture
Published On

ଜୟପୁର: ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ । ଏହାସହିତ ପୀଡ଼ିତାକୁ ୬ ଲକ୍ଷ ଟଙ୍କା ସହାୟତା ଦେବାକୁ ଡିଏଲ୍‌ସିଏକୁ ନିର୍ଦ୍ଦେଶ । ୨୦୨୨ରେ କୋଟପାଡ଼ ଥାନା ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ । ନାବାଳିକାଙ୍କୁ ଯାତ୍ରା ଦେଖେଇନେବା ବାହାନାରେ ଡାକିନେଇ ନିଜ ସମ୍ପର୍କିୟଙ୍କ ଘରେ ବିବାହର ପ୍ରତିଶୃତି ଦେଇ ବାରମ୍ବାର ଦୁଷ୍କର୍ମ କରିବା ନେଇ କୋଟପାଡ଼ ଥାନାରେ ୨୦୨୨ରେ ଲିଖିତ ଅଭିଯୋଗ କରିଥିଲେ ପୀଡିତାଙ୍କ […]

ଜୟପୁର: ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ । ଏହାସହିତ ପୀଡ଼ିତାକୁ ୬ ଲକ୍ଷ ଟଙ୍କା ସହାୟତା ଦେବାକୁ ଡିଏଲ୍‌ସିଏକୁ ନିର୍ଦ୍ଦେଶ । ୨୦୨୨ରେ କୋଟପାଡ଼ ଥାନା ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ । ନାବାଳିକାଙ୍କୁ ଯାତ୍ରା ଦେଖେଇନେବା ବାହାନାରେ ଡାକିନେଇ ନିଜ ସମ୍ପର୍କିୟଙ୍କ ଘରେ ବିବାହର ପ୍ରତିଶୃତି ଦେଇ ବାରମ୍ବାର ଦୁଷ୍କର୍ମ କରିବା ନେଇ କୋଟପାଡ଼ ଥାନାରେ ୨୦୨୨ରେ ଲିଖିତ ଅଭିଯୋଗ କରିଥିଲେ ପୀଡିତାଙ୍କ ପରିବାର ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ଆଜି ଉକ୍ତ ଘଟଣାର ଶୁଣାଣି କରି ମାନ୍ୟବର ସ୍ୱତନ୍ତ୍ର ପୋକ୍ସ ଆଦାଲତ ଜୟପୁର ୧୩ ଦସ୍ଥାବିଜ ସହ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ରାୟ ଶୁଣାଇଛନ୍ତି । ଘଟଣାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେବା ସହ ପୀଡିତାଙ୍କୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଯୋଗାଇଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କୁ ମାନ୍ୟବର ଆଦାଲତ ନିର୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

08 Aug 2024 By The Sakala

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ

ଜୟପୁର: ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ । ଏହାସହିତ ପୀଡ଼ିତାକୁ ୬ ଲକ୍ଷ ଟଙ୍କା ସହାୟତା ଦେବାକୁ ଡିଏଲ୍‌ସିଏକୁ ନିର୍ଦ୍ଦେଶ । ୨୦୨୨ରେ କୋଟପାଡ଼ ଥାନା ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ । ନାବାଳିକାଙ୍କୁ ଯାତ୍ରା ଦେଖେଇନେବା ବାହାନାରେ ଡାକିନେଇ ନିଜ ସମ୍ପର୍କିୟଙ୍କ ଘରେ ବିବାହର ପ୍ରତିଶୃତି ଦେଇ ବାରମ୍ବାର ଦୁଷ୍କର୍ମ କରିବା ନେଇ କୋଟପାଡ଼ ଥାନାରେ ୨୦୨୨ରେ ଲିଖିତ ଅଭିଯୋଗ କରିଥିଲେ ପୀଡିତାଙ୍କ ପରିବାର ।

ଆଜି ଉକ୍ତ ଘଟଣାର ଶୁଣାଣି କରି ମାନ୍ୟବର ସ୍ୱତନ୍ତ୍ର ପୋକ୍ସ ଆଦାଲତ ଜୟପୁର ୧୩ ଦସ୍ଥାବିଜ ସହ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ରାୟ ଶୁଣାଇଛନ୍ତି । ଘଟଣାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେବା ସହ ପୀଡିତାଙ୍କୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଯୋଗାଇଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କୁ ମାନ୍ୟବର ଆଦାଲତ ନିର୍ଦେଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର