ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

The Sakala Picture
Published On

ଭୁବନେଶ୍ବର :  ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍। ପୁରୀ ଏବଂ ଗୁଣୁପୁର ମଧ୍ୟରେ ଏପ୍ରିଲ ମାସ ୨୨ ତାରିଖ ଠାରୁ ପୁରୀରୁ ଏବଂ ୨୩ ତାରିଖ ଠାରୁ ଗୁଣୁପୁରରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି। ୦୮୪୧୭ ପୁରୀ-ଗୁଣୁପୁର ସ୍ପେଶାଲ୍ ପୁରୀରୁ ଏପ୍ରିଲ ମାସ ୨୨ ତାରିଖ ଠାରୁ ପ୍ରତ୍ୟହ ପୂର୍ବାହ୍ନ ୯ଘ.୩୦ମି.ରେ ଛାଡି ଗୁଣୁପୁର ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବାକୁ […]

ଭୁବନେଶ୍ବର :  ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍। ପୁରୀ ଏବଂ ଗୁଣୁପୁର ମଧ୍ୟରେ ଏପ୍ରିଲ ମାସ ୨୨ ତାରିଖ ଠାରୁ ପୁରୀରୁ ଏବଂ ୨୩ ତାରିଖ ଠାରୁ ଗୁଣୁପୁରରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି। ୦୮୪୧୭ ପୁରୀ-ଗୁଣୁପୁର ସ୍ପେଶାଲ୍ ପୁରୀରୁ ଏପ୍ରିଲ ମାସ ୨୨ ତାରିଖ ଠାରୁ ପ୍ରତ୍ୟହ ପୂର୍ବାହ୍ନ ୯ଘ.୩୦ମି.ରେ ଛାଡି ଗୁଣୁପୁର ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବାକୁ ଥିବାବେଳେ ଫେରିବା ମାର୍ଗରେ ୦୮୪୧୮ ଗୁଣୁପୁର-ପୁରୀ ସ୍ପେଶାଲ୍ ଗୁଣୁପୁର ଠାରୁ ଏପ୍ରିଲ ମାସ ୨୩ ତାରିଖ ଠାରୁ ପ୍ରତ୍ୟହ ସକାଳ ଛଅ ଘଟିକାରେ ଛାଡି ପୁରୀ ଠାରେ ଅପରାହ୍ନ ୩ଘ.୪୫ମି.ରେ ପହଞ୍ଚିବ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ପୁରୀ-ଗୁଣୁପୁର-ପୁରୀ ସ୍ୱତନ୍ତ୍ର ଟ୍ରେନରେ ଛଅଟି ଦ୍ୱିତୀୟ ଶ୍ରେଣୀ ସଂରକ୍ଷିତ ସିଟିଙ୍ଗ କୋଚ୍ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ ଉପଲବ୍ଧ ଥିବାବେଳେ ଏହା ପୁରୀ ଓ ଗୁଣୁପୁର ମଧ୍ୟରେ ଉଭୟ ପାର୍ଶ୍ୱରୁ ସାକ୍ଷୀଗୋପାଳ, ବୀରପୁରୁଷୋତ୍ତମପୁର, ଡେଲାଙ୍ଗ, କଣାସ ରୋଡ୍, ମୋଟରୀ, ଖୋର୍ଦ୍ଧା ରୋଡ୍, ତାପଙ୍ଗ, ନିରାକାରପୁର, ଭୂଷଣ୍ଡପୁର, କାଳୁପଡାଘାଟ, କୁହୁଡ଼ି, ଗଙ୍ଗାଧରପୁର, ବାଲୁଗାଁ,ଚିଲିକା, ଖଲିକୋଟ, ରମ୍ଭା, ହୁମ୍ମା, ଗଞ୍ଜାମ, ଛତ୍ରପୁର, ଜଗନ୍ନାଥପୁର, ବ୍ରହ୍ମପୁର, ଗୋଳନ୍ଥରା, ସୁରଲା ରୋଡ୍, ଇଛାପୁରମ୍, ସୋମପେଟା, ମଣ୍ଡାସା ରୋଡ୍, ପଲାସା, ପୁଣ୍ଡି, ନୌପଡା, ଟୀକ୍କାଲି, ପଥପାଟ୍ଟନମ, ପାରଳାଖେମୁଣ୍ଡି, କାଶୀନଗର ଓ ବଂଶଧରା ଷ୍ଟେସନ ମାନଙ୍କରେ ରହଣି କରିବ ।

ଆହୁରି ପଢ଼ନ୍ତୁ: ପାନୀୟ ଜଳ ଯୋଗାଣକୁ ନେଇ ଗୃହରେ ହଙ୍ଗାମା, ଶାସକ-ବିରୋଧୀ ମୁହାଁମୁହିଁ

31 Mar 2021 By The Sakala

ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ବର :  ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍। ପୁରୀ ଏବଂ ଗୁଣୁପୁର ମଧ୍ୟରେ ଏପ୍ରିଲ ମାସ ୨୨ ତାରିଖ ଠାରୁ ପୁରୀରୁ ଏବଂ ୨୩ ତାରିଖ ଠାରୁ ଗୁଣୁପୁରରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି। ୦୮୪୧୭ ପୁରୀ-ଗୁଣୁପୁର ସ୍ପେଶାଲ୍ ପୁରୀରୁ ଏପ୍ରିଲ ମାସ ୨୨ ତାରିଖ ଠାରୁ ପ୍ରତ୍ୟହ ପୂର୍ବାହ୍ନ ୯ଘ.୩୦ମି.ରେ ଛାଡି ଗୁଣୁପୁର ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବାକୁ ଥିବାବେଳେ ଫେରିବା ମାର୍ଗରେ ୦୮୪୧୮ ଗୁଣୁପୁର-ପୁରୀ ସ୍ପେଶାଲ୍ ଗୁଣୁପୁର ଠାରୁ ଏପ୍ରିଲ ମାସ ୨୩ ତାରିଖ ଠାରୁ ପ୍ରତ୍ୟହ ସକାଳ ଛଅ ଘଟିକାରେ ଛାଡି ପୁରୀ ଠାରେ ଅପରାହ୍ନ ୩ଘ.୪୫ମି.ରେ ପହଞ୍ଚିବ ।

ପୁରୀ-ଗୁଣୁପୁର-ପୁରୀ ସ୍ୱତନ୍ତ୍ର ଟ୍ରେନରେ ଛଅଟି ଦ୍ୱିତୀୟ ଶ୍ରେଣୀ ସଂରକ୍ଷିତ ସିଟିଙ୍ଗ କୋଚ୍ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ ଉପଲବ୍ଧ ଥିବାବେଳେ ଏହା ପୁରୀ ଓ ଗୁଣୁପୁର ମଧ୍ୟରେ ଉଭୟ ପାର୍ଶ୍ୱରୁ ସାକ୍ଷୀଗୋପାଳ, ବୀରପୁରୁଷୋତ୍ତମପୁର, ଡେଲାଙ୍ଗ, କଣାସ ରୋଡ୍, ମୋଟରୀ, ଖୋର୍ଦ୍ଧା ରୋଡ୍, ତାପଙ୍ଗ, ନିରାକାରପୁର, ଭୂଷଣ୍ଡପୁର, କାଳୁପଡାଘାଟ, କୁହୁଡ଼ି, ଗଙ୍ଗାଧରପୁର, ବାଲୁଗାଁ,ଚିଲିକା, ଖଲିକୋଟ, ରମ୍ଭା, ହୁମ୍ମା, ଗଞ୍ଜାମ, ଛତ୍ରପୁର, ଜଗନ୍ନାଥପୁର, ବ୍ରହ୍ମପୁର, ଗୋଳନ୍ଥରା, ସୁରଲା ରୋଡ୍, ଇଛାପୁରମ୍, ସୋମପେଟା, ମଣ୍ଡାସା ରୋଡ୍, ପଲାସା, ପୁଣ୍ଡି, ନୌପଡା, ଟୀକ୍କାଲି, ପଥପାଟ୍ଟନମ, ପାରଳାଖେମୁଣ୍ଡି, କାଶୀନଗର ଓ ବଂଶଧରା ଷ୍ଟେସନ ମାନଙ୍କରେ ରହଣି କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର