ଜଙ୍ଗଲରୁ ଠାବ ହେଲା ସ୍ପାଇକ୍‌ ହୋଲ୍‌, ସର୍ଚ୍ଚ ଅପେରେସନ ଜାରି

The Sakala Picture
Published On

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାରେ ରହିଥିବା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କରିଛନ୍ତି ସୁରକ୍ଷା କର୍ମୀ। ସର୍ଚ୍ଚ ଅପରେସନ ବେଳେ ୪, ୩୯୬ଟି ଲୁହାର ସ୍ପାଇକ ଜବତ ହୋଇଥିବା ସୂଚନା ରହିଛି। ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ ହେବା ପରେ ସର୍ଚ୍ଚ ଅପେରେସନ ଜାରି ରହିଛି। ଗତକାଲି ଛତିଶଗଡ଼ ଏବଂ ତେଲେଙ୍ଗାନା ପୁଲିସ ପକ୍ଷରୁ ସୀମାନ୍ତ ଜଙ୍ଗଲରେ ସର୍ଚ୍ଚ ଅପେରେସନ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀମାନେ […]

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାରେ ରହିଥିବା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କରିଛନ୍ତି ସୁରକ୍ଷା କର୍ମୀ। ସର୍ଚ୍ଚ ଅପରେସନ ବେଳେ ୪, ୩୯୬ଟି ଲୁହାର ସ୍ପାଇକ ଜବତ ହୋଇଥିବା ସୂଚନା ରହିଛି। ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ ହେବା ପରେ ସର୍ଚ୍ଚ ଅପେରେସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ବିଧାନସଭା ପରିସରରେ ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତ କାଣ୍ଡ, ବ୍ୟାରିକେଡକୁ ଧକ୍କା ଦେଇ ପଶିଲା କାର୍

ଗତକାଲି ଛତିଶଗଡ଼ ଏବଂ ତେଲେଙ୍ଗାନା ପୁଲିସ ପକ୍ଷରୁ ସୀମାନ୍ତ ଜଙ୍ଗଲରେ ସର୍ଚ୍ଚ ଅପେରେସନ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀମାନେ ସ୍ପାଇକ ହଲ ଠାବ କରିଥିଲେ।

ଆହୁରି ପଢ଼ନ୍ତୁ: ପିଏମ ଆବାସ ଯୋଜନା ସହ ସାମିଲ ହେବ ପିଏମ ସୂର୍ଯ୍ୟ ଘର ଯୋଜନା: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଭଦ୍ରାଦି କଥାଗୁଡ଼ୁମ ଜିଲ୍ଲାର ଏସପି ପରିତୋଷ ପଙ୍କଜ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଜଙ୍ଗଲରେ ନକ୍ସଲ ବୋମା ଖଞ୍ଜିବା ସହ ସ୍ପାଇକ ହଲ କରି ଆଦିବାସୀଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛନ୍ତି। ସୀମାନ୍ତବ଼ର୍ତ୍ତୀ ଗ୍ରାମର ଲୋକେ ଜଙ୍ଗଲକୁ ବିଭିନ୍ନ କାମରେ ଯାଉଥିବା ବେଳେ ନକ୍ସଲଙ୍କ ଦ୍ୱାରା ଖଞ୍ଜା ଯାଇଥିବା ମରଣ ଯନ୍ତାରେ ଫସି ମୃତ୍ୟୁବରଣ କରୁଛନ୍ତି।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

11 Jun 2024 By The Sakala

ଜଙ୍ଗଲରୁ ଠାବ ହେଲା ସ୍ପାଇକ୍‌ ହୋଲ୍‌, ସର୍ଚ୍ଚ ଅପେରେସନ ଜାରି

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାରେ ରହିଥିବା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କରିଛନ୍ତି ସୁରକ୍ଷା କର୍ମୀ। ସର୍ଚ୍ଚ ଅପରେସନ ବେଳେ ୪, ୩୯୬ଟି ଲୁହାର ସ୍ପାଇକ ଜବତ ହୋଇଥିବା ସୂଚନା ରହିଛି। ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ ହେବା ପରେ ସର୍ଚ୍ଚ ଅପେରେସନ ଜାରି ରହିଛି।

ଗତକାଲି ଛତିଶଗଡ଼ ଏବଂ ତେଲେଙ୍ଗାନା ପୁଲିସ ପକ୍ଷରୁ ସୀମାନ୍ତ ଜଙ୍ଗଲରେ ସର୍ଚ୍ଚ ଅପେରେସନ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀମାନେ ସ୍ପାଇକ ହଲ ଠାବ କରିଥିଲେ।

ଭଦ୍ରାଦି କଥାଗୁଡ଼ୁମ ଜିଲ୍ଲାର ଏସପି ପରିତୋଷ ପଙ୍କଜ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଜଙ୍ଗଲରେ ନକ୍ସଲ ବୋମା ଖଞ୍ଜିବା ସହ ସ୍ପାଇକ ହଲ କରି ଆଦିବାସୀଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛନ୍ତି। ସୀମାନ୍ତବ଼ର୍ତ୍ତୀ ଗ୍ରାମର ଲୋକେ ଜଙ୍ଗଲକୁ ବିଭିନ୍ନ କାମରେ ଯାଉଥିବା ବେଳେ ନକ୍ସଲଙ୍କ ଦ୍ୱାରା ଖଞ୍ଜା ଯାଇଥିବା ମରଣ ଯନ୍ତାରେ ଫସି ମୃତ୍ୟୁବରଣ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର