ଖରାପ ପାଗ ପାଇଁ ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ଅଗଷ୍ଟ ୩ ଯାଏ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ଚିଠି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଖରାପ ପାଣିପାଗକୁ ଦୃଷ୍ଟିରେ ରଖି ଯୁକ୍ତ ୨ ସ୍ପଟ୍ ଆଡମିଶନ ସମୟ ଅଗଷ୍ଟ ୩ ତାରିଖ […]

ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ଚିଠି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଖରାପ ପାଣିପାଗକୁ ଦୃଷ୍ଟିରେ ରଖି ଯୁକ୍ତ ୨ ସ୍ପଟ୍ ଆଡମିଶନ ସମୟ ଅଗଷ୍ଟ ୩ ତାରିଖ ରାତି ୯ଟା ଯାଏ ବୃଦ୍ଧି କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଜୁଲାଇ ୨୭ ତାରିଖରେ ଯୁକ୍ତ ୨ ସ୍ପଟ୍ ଆଡମିଶନ ଲାଗି ମେରିଟ୍ ଲିଷ୍ଟ ପ୍ରକାଶ ପାଇଥିଲା । ଆଜି ସୁଦ୍ଧା ସରିଥାନ୍ତା ନାମଲେଖା । ତେବେ ଖରାପ ପାଗକୁ ଦେଖି ଅଗଷ୍ଟ ୩ ଯାଏ ଅବଧି ବୃଦ୍ଧି ପାଇଛି । ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ ପର୍ୟ୍ୟାୟ ମେରିଟ୍ ଲିଷ୍ଟ ଜୁଲାଇ ୬ ଓ ଦ୍ୱିତୀୟ ପର୍ୟ୍ୟାୟ ମେରିଟ୍ ଲିଷ୍ଟ ଜୁଲାଇ ୧୯ରେ ପ୍ରକାଶ ପାଇଥିଲା ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର