ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କଲେ ଏସଆରସି

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ସାଧାରଣତନ୍ତ୍ର ଦିବସ । କୋଭିଡ କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ଯକ୍ରମ ୧୦ ତାରିଖରେ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପାଳନ କରାଯିବ । ସୀମିତ ଲୋକ ଚାହିଁଲେ ଘରେ ପତାକା ଉତ୍ତୋଳନ କରିପାରିବେ । ଏହି ସମୟରେ […]

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ସାଧାରଣତନ୍ତ୍ର ଦିବସ । କୋଭିଡ କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ଯକ୍ରମ ୧୦ ତାରିଖରେ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପାଳନ କରାଯିବ । ସୀମିତ ଲୋକ ଚାହିଁଲେ ଘରେ ପତାକା ଉତ୍ତୋଳନ କରିପାରିବେ । ଏହି ସମୟରେ ୫ଜଣ ହିଁ ରହିପାରିବେ । ବେସରକାରୀ ଅନୁଷ୍ଠାନ ଓ କ୍ଲବ୍‌ରେ ଗଣତନ୍ତ୍ର ଦିବସ ପାଳନ ବେଳେ ୧୦ରୁ ଅଧିକ ଲୋକ ଉପସ୍ଥିତ ରହିବେନି । ପତାକା ଉତ୍ତୋଳନ ସମୟରେ ସାମାଜିକ ଦୂରତା ରଖିବା ସହ ମାସ୍କ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

25 Jan 2022 By The Sakala

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କଲେ ଏସଆରସି

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ସାଧାରଣତନ୍ତ୍ର ଦିବସ । କୋଭିଡ କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ଯକ୍ରମ ୧୦ ତାରିଖରେ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପାଳନ କରାଯିବ । ସୀମିତ ଲୋକ ଚାହିଁଲେ ଘରେ ପତାକା ଉତ୍ତୋଳନ କରିପାରିବେ । ଏହି ସମୟରେ ୫ଜଣ ହିଁ ରହିପାରିବେ । ବେସରକାରୀ ଅନୁଷ୍ଠାନ ଓ କ୍ଲବ୍‌ରେ ଗଣତନ୍ତ୍ର ଦିବସ ପାଳନ ବେଳେ ୧୦ରୁ ଅଧିକ ଲୋକ ଉପସ୍ଥିତ ରହିବେନି । ପତାକା ଉତ୍ତୋଳନ ସମୟରେ ସାମାଜିକ ଦୂରତା ରଖିବା ସହ ମାସ୍କ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର