କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ଜଗା ଦର୍ଶନ, ଆଜି ଓ ଆସନ୍ତାକାଲି ସକାଳ ୭ରୁ- ରାତି ୧୧ ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

The Sakala Picture
Published On

ଭୁବନେଶ୍ବର: ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ହେଲେ କାର୍ତ୍ତିକ ପୂର୍ଣ୍ଣିମା ଅର୍ଥାତ ୧୯ ତାରିଖରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ଏ ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ […]

ଭୁବନେଶ୍ବର: ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ହେଲେ କାର୍ତ୍ତିକ ପୂର୍ଣ୍ଣିମା ଅର୍ଥାତ ୧୯ ତାରିଖରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ଏ ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

17 Nov 2021 By The Sakala

କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ଜଗା ଦର୍ଶନ, ଆଜି ଓ ଆସନ୍ତାକାଲି ସକାଳ ୭ରୁ- ରାତି ୧୧ ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଭୁବନେଶ୍ବର: ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ହେଲେ କାର୍ତ୍ତିକ ପୂର୍ଣ୍ଣିମା ଅର୍ଥାତ ୧୯ ତାରିଖରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ଏ ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

https://www.thesakala.in/latest-odisha-news/sri-mandir-will-be-closed-on-the-kartik-purnima/article-6932
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର