ବଦଳିଲା ଜଗା ଦର୍ଶନ ସମୟ : ନାଇଟ କର୍ଫ୍ୟୁ ପାଇଁ ରାତି ୮ଟା ୩୦ ଯାଏଁ ଶ୍ରୀଜିଉଙ୍କୁ ଦଶର୍ନ କରିପାରିବେ ଭକ୍ତ

The Sakala Picture
Published On

ପୁରୀ :  ବଦଳିଲା ଜଗା ଦର୍ଶନ ସମୟ। ଶ୍ରୀମନ୍ଦିର ଏଣିକି ରାତି ୮ଟା ୩୦ ଯାଏଁ ଖୋଲା ରହିବ । ନାଇଟ୍ କର୍ଫ୍ୟ ଲାଗୁ ହେବାକୁ ଥିବାରୁ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ଏହା ପୂର୍ବରୁ ରାତି ୯ଟା ୩୦ ଯାଏଁ ଶ୍ରଦ୍ଧାଳୁମାନେ ଜଗନ୍ନାଥଙ୍କ ଦର୍ଶନ କରିପାରୁଥିଲେ । ନାଇଟ୍ କର୍ଫ୍ୟୁ ପାଇଁ ସମୟ ପରିବର୍ତ୍ତନ କରିଛି ଜିଲ୍ଲା ପ୍ରଶାସନ । ପୂର୍ବରୁ ରାତି ୯ଟା ୩୦ ଯାଏଁ ଦର୍ଶନ କରୁଥିଲେ ଶ୍ରଦ୍ଧାଳୁ । ଜିଲ୍ଲା […]

ପୁରୀ :  ବଦଳିଲା ଜଗା ଦର୍ଶନ ସମୟ। ଶ୍ରୀମନ୍ଦିର ଏଣିକି ରାତି ୮ଟା ୩୦ ଯାଏଁ ଖୋଲା ରହିବ । ନାଇଟ୍ କର୍ଫ୍ୟ ଲାଗୁ ହେବାକୁ ଥିବାରୁ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ଏହା ପୂର୍ବରୁ ରାତି ୯ଟା ୩୦ ଯାଏଁ ଶ୍ରଦ୍ଧାଳୁମାନେ ଜଗନ୍ନାଥଙ୍କ ଦର୍ଶନ କରିପାରୁଥିଲେ । ନାଇଟ୍ କର୍ଫ୍ୟୁ ପାଇଁ ସମୟ ପରିବର୍ତ୍ତନ କରିଛି ଜିଲ୍ଲା ପ୍ରଶାସନ ।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

ପୂର୍ବରୁ ରାତି ୯ଟା ୩୦ ଯାଏଁ ଦର୍ଶନ କରୁଥିଲେ ଶ୍ରଦ୍ଧାଳୁ । ଜିଲ୍ଲା ପ୍ରଶାସନ ନାଇଟ କର୍ଫ୍ୟୁ ପାଇଁ ସମୟ ପରିବର୍ତ୍ତନ କରିଛି। ରାତି ୯ଟା ପରଠୁ ଶ୍ରୀମନ୍ଦିରରେ କଟକଣା କଡାକଡି ଭାବେ ପାଳନ କରାଯିବ।  ରାତି ୮ଟା ୩୦ରେ ବାରିକେଡରେ ପ୍ରବେଶ ବନ୍ଦ ପାଇଁ ନିର୍ଦେଶ ଦିଆଯାଇଛି।ଅନିର୍ଦ୍ଦିଷ୍ଟ କାଳ ଯାଏ ଏହି ନିୟମ ଲାଗୁ ହେବ ବୋଲି କହିଛି ଜିଲ୍ଲା ପ୍ରଶାସନ

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ: ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଦାବିରେ ଆଜି ବାଚସ୍ପତିଙ୍କୁ ଭେଟିବ ବିଜେଡି

ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାର ଆଜିଠୁ ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟ ଲାଗୁ କରିଛନ୍ତି। ପୂର୍ବରୁ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ଲାଗୁ ହେଉଥିବା ବେଳେ ଆଜିଠାରୁ ରାତି ୯ଟାରୁ ଆରମ୍ଭ ହେଉଛି। ଏହା କେବଳ ରାଜ୍ୟର ସମସ୍ତ ସହରାଞ୍ଚଳରେ ପାଇଁ ଉଦ୍ଦିଷ୍ଟ ବୋଲି ବୁଧବାର ସ୍ୱତନ୍ତ୍ର ରିଲିଫ୍‌ କମିସନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଚଳିତ ମାସ ୭ ତାରିଖ ସକାଳ ୫ଟାରୁ ଆସନ୍ତା ଫେବ୍ରୁଆରି ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ।ଦୋକାନ ବଜାର, ସପିଙ୍ଗ୍‌ ମଲରେ ଭିଡ଼ ନିୟନ୍ତ୍ରଣ କରିବାକୁ ନିର୍ଦେଶ ଦିଆଯାଇଛି । ନିୟମ ଉଲ୍ଲଙ୍ଘନ କଲେ ୭ ଦିନ ପାଇଁ ମଲ୍‌, ଦୋକାନ ବନ୍ଦ ହେବ । ରାସ୍ତାକଡ଼ ଦୋକାନରେ, ସର୍ବାଧିକ ୫ ଗ୍ରାହକ ରହିବେ ବୋଲି କୁହାଯାଇଛି । ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ଆଜି ଠାରୁ ୫୦ ପ୍ରତିଶତ କର୍ମଚାରୀଙ୍କ ଉପସ୍ଥିତିରେ ଚାଲିବ ।

ଆହୁରି ପଢ଼ନ୍ତୁ: ଆଜିଠୁ ଭୀଷଣ କାଳବୈଶାଖୀ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ସହ ବିିଜୁଳି ଘଡ଼ଘଡ଼ି ଆଶଙ୍କା

07 Jan 2022 By The Sakala

ବଦଳିଲା ଜଗା ଦର୍ଶନ ସମୟ : ନାଇଟ କର୍ଫ୍ୟୁ ପାଇଁ ରାତି ୮ଟା ୩୦ ଯାଏଁ ଶ୍ରୀଜିଉଙ୍କୁ ଦଶର୍ନ କରିପାରିବେ ଭକ୍ତ

ପୁରୀ :  ବଦଳିଲା ଜଗା ଦର୍ଶନ ସମୟ। ଶ୍ରୀମନ୍ଦିର ଏଣିକି ରାତି ୮ଟା ୩୦ ଯାଏଁ ଖୋଲା ରହିବ । ନାଇଟ୍ କର୍ଫ୍ୟ ଲାଗୁ ହେବାକୁ ଥିବାରୁ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ଏହା ପୂର୍ବରୁ ରାତି ୯ଟା ୩୦ ଯାଏଁ ଶ୍ରଦ୍ଧାଳୁମାନେ ଜଗନ୍ନାଥଙ୍କ ଦର୍ଶନ କରିପାରୁଥିଲେ । ନାଇଟ୍ କର୍ଫ୍ୟୁ ପାଇଁ ସମୟ ପରିବର୍ତ୍ତନ କରିଛି ଜିଲ୍ଲା ପ୍ରଶାସନ ।

ପୂର୍ବରୁ ରାତି ୯ଟା ୩୦ ଯାଏଁ ଦର୍ଶନ କରୁଥିଲେ ଶ୍ରଦ୍ଧାଳୁ । ଜିଲ୍ଲା ପ୍ରଶାସନ ନାଇଟ କର୍ଫ୍ୟୁ ପାଇଁ ସମୟ ପରିବର୍ତ୍ତନ କରିଛି। ରାତି ୯ଟା ପରଠୁ ଶ୍ରୀମନ୍ଦିରରେ କଟକଣା କଡାକଡି ଭାବେ ପାଳନ କରାଯିବ।  ରାତି ୮ଟା ୩୦ରେ ବାରିକେଡରେ ପ୍ରବେଶ ବନ୍ଦ ପାଇଁ ନିର୍ଦେଶ ଦିଆଯାଇଛି।ଅନିର୍ଦ୍ଦିଷ୍ଟ କାଳ ଯାଏ ଏହି ନିୟମ ଲାଗୁ ହେବ ବୋଲି କହିଛି ଜିଲ୍ଲା ପ୍ରଶାସନ

ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାର ଆଜିଠୁ ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟ ଲାଗୁ କରିଛନ୍ତି। ପୂର୍ବରୁ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ଲାଗୁ ହେଉଥିବା ବେଳେ ଆଜିଠାରୁ ରାତି ୯ଟାରୁ ଆରମ୍ଭ ହେଉଛି। ଏହା କେବଳ ରାଜ୍ୟର ସମସ୍ତ ସହରାଞ୍ଚଳରେ ପାଇଁ ଉଦ୍ଦିଷ୍ଟ ବୋଲି ବୁଧବାର ସ୍ୱତନ୍ତ୍ର ରିଲିଫ୍‌ କମିସନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଚଳିତ ମାସ ୭ ତାରିଖ ସକାଳ ୫ଟାରୁ ଆସନ୍ତା ଫେବ୍ରୁଆରି ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ।ଦୋକାନ ବଜାର, ସପିଙ୍ଗ୍‌ ମଲରେ ଭିଡ଼ ନିୟନ୍ତ୍ରଣ କରିବାକୁ ନିର୍ଦେଶ ଦିଆଯାଇଛି । ନିୟମ ଉଲ୍ଲଙ୍ଘନ କଲେ ୭ ଦିନ ପାଇଁ ମଲ୍‌, ଦୋକାନ ବନ୍ଦ ହେବ । ରାସ୍ତାକଡ଼ ଦୋକାନରେ, ସର୍ବାଧିକ ୫ ଗ୍ରାହକ ରହିବେ ବୋଲି କୁହାଯାଇଛି । ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ଆଜି ଠାରୁ ୫୦ ପ୍ରତିଶତ କର୍ମଚାରୀଙ୍କ ଉପସ୍ଥିତିରେ ଚାଲିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର