ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

The Sakala Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ କରାଯିବ ପଇତାଲାଗି ନୀତି । ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ତେଣୁ ସନ୍ଧ୍ୟା ୫ଟାରୁ ରାତି […]

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ କରାଯିବ ପଇତାଲାଗି ନୀତି । ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର