କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର, ପରିଚୟ ପତ୍ର ଦେଖାଇ କରିପାରିବେ ପ୍ରବେଶ

The Sakala Picture
Published On

ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିଛି ପ୍ରଶାସନ । ଆସନ୍ତାକାଲି ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିବ । ପରିଚୟ ପତ୍ର […]

ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିଛି ପ୍ରଶାସନ । ଆସନ୍ତାକାଲି ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିବ । ପରିଚୟ ପତ୍ର ଦେଖାଇ ପ୍ରବେଶ କରିପାରିବେ ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାରା ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବିଧାନସଭା ପରିସରରେ ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତ କାଣ୍ଡ, ବ୍ୟାରିକେଡକୁ ଧକ୍କା ଦେଇ ପଶିଲା କାର୍

23 Jul 2023 By The Sakala

କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର, ପରିଚୟ ପତ୍ର ଦେଖାଇ କରିପାରିବେ ପ୍ରବେଶ

ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିଛି ପ୍ରଶାସନ । ଆସନ୍ତାକାଲି ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିବ । ପରିଚୟ ପତ୍ର ଦେଖାଇ ପ୍ରବେଶ କରିପାରିବେ ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାରା ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର