ପିପିଲି ଉପ-ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

The Sakala Picture
Published On

ଭୁବନେଶ୍ୱର: ଉଷ୍ମ ହେଉଛି ପିପିଲି ରାଜନୀତି । ଆସନ୍ତା ୩୦ରେ ହେବ ଭୋଟ୍ ଗ୍ରହଣ । ହାତରେ ମାତ୍ର ପ୍ରଚାର ପାଇଁ ଆଉ ୧୩ଟା ଦିନ । ପ୍ରଚାର ଜମିବାକୁ ଯାଉଥିବା ବେଳେ ବିଜେଡି ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଷ୍ଟାର ପ୍ରଚାରକ ତାଲିକାର ପ୍ରଥମେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଲିକାର ଦ୍ୱିତୀୟରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି ।   ସେହିଭଳି ଅନ୍ୟମାନଙ୍କ ମଧ୍ୟରେ […]

ଭୁବନେଶ୍ୱର: ଉଷ୍ମ ହେଉଛି ପିପିଲି ରାଜନୀତି । ଆସନ୍ତା ୩୦ରେ ହେବ ଭୋଟ୍ ଗ୍ରହଣ । ହାତରେ ମାତ୍ର ପ୍ରଚାର ପାଇଁ ଆଉ ୧୩ଟା ଦିନ । ପ୍ରଚାର ଜମିବାକୁ ଯାଉଥିବା ବେଳେ ବିଜେଡି ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଷ୍ଟାର ପ୍ରଚାରକ ତାଲିକାର ପ୍ରଥମେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଲିକାର ଦ୍ୱିତୀୟରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ସେହିଭଳି ଅନ୍ୟମାନଙ୍କ ମଧ୍ୟରେ ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ପୁରୀ ସାଂସଦ ପିନାକୀ ମିଶ୍ର, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ କୁମାର ଦାସ ବର୍ମା, ସମୀର ରଞ୍ଜନ ଦାସ, ସୁଶାନ୍ତ କୁମାର ସିଂହ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତି ରଞ୍ଜନ ଘଡ଼ାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ ଓ ସୁଧୀର କୁମାର ସାମଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: ପାନୀୟ ଜଳ ଯୋଗାଣକୁ ନେଇ ଗୃହରେ ହଙ୍ଗାମା, ଶାସକ-ବିରୋଧୀ ମୁହାଁମୁହିଁ

Star Campaigner Of BJD For Pipili By Poll

ବିଜେପି ଓ କଂଗ୍ରେସ ମଧ୍ୟ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି । ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ତିନିଜଣ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କ ସହ ରାଜ୍ୟ ବିଜେପି ସଭାପତି ଓ ରାଜ୍ୟ ବିଜେପି ପ୍ରଭାରୀ ରହିଛନ୍ତି । ସେହିଭଳି କଂଗ୍ରେସ ଚେଲ୍ଲା କୁମାରଙ୍କ ସହ ୨୦ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ତେବେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନାଁ ଷ୍ଟାର ପ୍ରଚାରକ ତାଲିକାରେ ନାହିଁ । ଯାହାକୁ ନେଇ ଚର୍ଚ୍ଚା ହେଉଛି । କିଛିଦିନ ତଳେ ତାରା, ନିରଞ୍ଜନଙ୍କ ବିରୋଧରେ ବିଷୋଦଗାର କରିବା ସହ ଦଳ ଛାଡ଼ିବେ ବୋଲି କହିଥିଲେ ।

15 Sep 2021 By The Sakala

ପିପିଲି ଉପ-ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର: ଉଷ୍ମ ହେଉଛି ପିପିଲି ରାଜନୀତି । ଆସନ୍ତା ୩୦ରେ ହେବ ଭୋଟ୍ ଗ୍ରହଣ । ହାତରେ ମାତ୍ର ପ୍ରଚାର ପାଇଁ ଆଉ ୧୩ଟା ଦିନ । ପ୍ରଚାର ଜମିବାକୁ ଯାଉଥିବା ବେଳେ ବିଜେଡି ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଷ୍ଟାର ପ୍ରଚାରକ ତାଲିକାର ପ୍ରଥମେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଲିକାର ଦ୍ୱିତୀୟରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି ।

ସେହିଭଳି ଅନ୍ୟମାନଙ୍କ ମଧ୍ୟରେ ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ପୁରୀ ସାଂସଦ ପିନାକୀ ମିଶ୍ର, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ କୁମାର ଦାସ ବର୍ମା, ସମୀର ରଞ୍ଜନ ଦାସ, ସୁଶାନ୍ତ କୁମାର ସିଂହ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତି ରଞ୍ଜନ ଘଡ଼ାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ ଓ ସୁଧୀର କୁମାର ସାମଲ ଅଛନ୍ତି ।

Star Campaigner Of BJD For Pipili By Poll

ବିଜେପି ଓ କଂଗ୍ରେସ ମଧ୍ୟ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି । ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ତିନିଜଣ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କ ସହ ରାଜ୍ୟ ବିଜେପି ସଭାପତି ଓ ରାଜ୍ୟ ବିଜେପି ପ୍ରଭାରୀ ରହିଛନ୍ତି । ସେହିଭଳି କଂଗ୍ରେସ ଚେଲ୍ଲା କୁମାରଙ୍କ ସହ ୨୦ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ତେବେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନାଁ ଷ୍ଟାର ପ୍ରଚାରକ ତାଲିକାରେ ନାହିଁ । ଯାହାକୁ ନେଇ ଚର୍ଚ୍ଚା ହେଉଛି । କିଛିଦିନ ତଳେ ତାରା, ନିରଞ୍ଜନଙ୍କ ବିରୋଧରେ ବିଷୋଦଗାର କରିବା ସହ ଦଳ ଛାଡ଼ିବେ ବୋଲି କହିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର