ଷ୍ଟାରପ୍ଲସରେ ଖୁବ୍ ଶୀଘ୍ର ପ୍ରସାରିତ ହେବାକୁ ଯାଉଛି ଧାରାବାହିକ ‘ବିଦ୍ରୋହ’, ଯେଉଁଥିରେ ଦେଖିବାକୁ ମିଳିବ ଇଂରେଜଙ୍କ ବିରୁଦ୍ଧରେ ବକ୍ସି ଜଗବନ୍ଧୁଙ୍କ ଲଢ଼େଇ

The Sakala Picture
Published On

ଭୁବନେଶ୍ୱର: ପାଇକ ବିଦ୍ରୋହର କାହାଣୀକୁ ନେଇ ଆଧାରିତ ଧାରାବାହିକ ‘ବିଦ୍ରୋହ’ ଖୁବ୍ ଶୀଘ୍ର ଷ୍ଟାରପ୍ଲସରେ ପ୍ରସାରିତ ହେବାକୁ ଯାଉଛି । ଇଂରେଜଙ୍କ ବିରୁଦ୍ଧରେ ବକ୍ସି ଜଗବନ୍ଧୁଙ୍କ କିଭଳି ଲଢ଼େଇ କରିଥିଲେ ତାହାକୁ ବର୍ଣ୍ଣନା କରାଯାଇଛି। ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟ କାଳରେ ବକ୍ସି ଥିଲେ ଜଣେ ଯୋଦ୍ଧା । ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ ବା ପାଇକ ବକ୍ସି ନାମରେ ସେ ଥିଲେ ଜଣାଶୁଣା। ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ବରେ ୧୮୧୭ ମସିହାରେ ଫିରିଙ୍ଗ ଶାସନ […]

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ଭୁବନେଶ୍ୱର: ପାଇକ ବିଦ୍ରୋହର କାହାଣୀକୁ ନେଇ ଆଧାରିତ ଧାରାବାହିକ ‘ବିଦ୍ରୋହ’ ଖୁବ୍ ଶୀଘ୍ର ଷ୍ଟାରପ୍ଲସରେ ପ୍ରସାରିତ ହେବାକୁ ଯାଉଛି । ଇଂରେଜଙ୍କ ବିରୁଦ୍ଧରେ ବକ୍ସି ଜଗବନ୍ଧୁଙ୍କ କିଭଳି ଲଢ଼େଇ କରିଥିଲେ ତାହାକୁ ବର୍ଣ୍ଣନା କରାଯାଇଛି। ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟ କାଳରେ ବକ୍ସି ଥିଲେ ଜଣେ ଯୋଦ୍ଧା । ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ ବା ପାଇକ ବକ୍ସି ନାମରେ ସେ ଥିଲେ ଜଣାଶୁଣା। ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ବରେ ୧୮୧୭ ମସିହାରେ ଫିରିଙ୍ଗ ଶାସନ ବିରୁଦ୍ଧରେ ପାଇକ ବିଦ୍ରୋହ ଆରମ୍ଭ କରିଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ


କଳିଙ୍ଗର ଏହି ଐତିହାସିକ କାହାଣୀକୁ ଏବେ ହିନ୍ଦୀ ଚ୍ୟାନେଲ ଷ୍ଟାରପ୍ଲସରେ ଦେଖିବେ ଅଗଣିତ ଦର୍ଶକ । ଗାଥା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଏହି ଧାରାବାହିକରେ ମୁଖ୍ୟ ଭୂମିକାରେ ଶାହରଦ ମାଲୋହୋତ୍ରା, ହେମାଲ ଇଙ୍ଗ୍‌ଲେ ଓ ସୁଲଗ୍ନା ପାଣିଗ୍ରାହୀ ରହିଛନ୍ତି। ବର୍ତ୍ତମାନ ଧାରାବାହିକର ଟ୍ରେଲର ୟୁଟ୍ୟୁବରେ ଦେଖିବାକୁ ମିଳିଥିବାବେଳେ ଆସନ୍ତା ଅକ୍ଟୋବରରେ ଏହା ମୁକ୍ତିଲାଭ କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର