ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ରାଜ୍ୟ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ପ୍ରାରମ୍ଭିକ ବଜେଟ ଭାଷଣରେ ନିରଞ୍ଜନ ପୁଜାରୀ କହିଛନ୍ତି, ମହିଳାଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର  […]

ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ପ୍ରାରମ୍ଭିକ ବଜେଟ ଭାଷଣରେ ନିରଞ୍ଜନ ପୁଜାରୀ କହିଛନ୍ତି, ମହିଳାଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର  । ମିଶନ ଶକ୍ତି ଜରିଆରେ ମହିଳାଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସରକାରଙ୍କ ମୋ ସରକାର ଏବଂ ୫ଟି ଆଧାରରେ ସବୁ କ୍ଷେତ୍ରରେ ପରିବର୍ତ୍ତନ କରାଯାଉଛି  । କାଳିଆ ଯୋଜନା ଆଧାରରେ କୃଷକଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ବ୍ୟୟବରାଦ କରାଯାଇଛି…

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ସ୍ୱାସ୍ଥ୍ୟ ପାଇଁ ୧୨୬୨୪ କୋଟି ଟଙ୍କା

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

-ଉଦ୍ୟାନ କୃଷିକୁ ୩୧୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି

-ଜଳ ସେଚନ ପ୍ରକଳ୍ପକୁ ୨୪୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି

– BSKY ଯୋଜନାକୁ ୨୬୬୪ କୋଟି

-୨ଲକ୍ଷ ୮୦ ହଜାର ଜମି ଜଳସେଚନ ଲକ୍ଷ୍ଯ

-୨୨ ବର୍ଷରେ ୧୭ ଗୁଣ ବଡିଛି ବଜେଟ୍

– ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନକୁ ୨୩୨୫ କୋଟି

-କାଳିଆ ଯୋଜନାକୁ ୮୭୪ କୋଟି

-କାଳିଆ ଯୋଜନାରେ ଚାଷୀକୁ ୫୦ ହଜାର ଯାଏଁ ଋଣ

-କୁକୁଡା ଚାଷ ପାଇଁ ୧୦୨ କୋଟି

-ଅଣଧାନ ଶସ୍ୟକ୍ରୟ ପାଇଁ ୧୦୦ କୋଟିର କର୍ପସ ପାଣ୍ଠି

-ଶିକ୍ଷା ବିଭାଗ ପାଇଁ ୩୫୮୧ କୋଟି

-ମୋ ସ୍କୁଲ ଅଭିଯାନ ପାଇଁ ୬୪୬ କୋଟି ଟଙ୍କା

-ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୮୫୧ କୋଟି

-ମୋ କଲେଜ ଅଭିଯାନ ପାଇଁ ୧୧ କୋଟି

– ହାଇସ୍କୁଲ ରୂପାନ୍ତରଣ ପାଇଁ ୧୦୦ କୋଟି

– ଅଙ୍ଗନବାଡି କେନ୍ଦ୍ର ପାଇଁ ୨୩୯୭ କୋଟି

-ରାସ୍ତା ରକ୍ଷଣାବେକ୍ଷଣା ପାଇଁ ୨୯୭୦ କୋଟି

-ପୂର୍ତ୍ତ ବିଭାଗ ପାଇଁ ୮୩୮୩ କୋଟି

-ବିଜୁ ଏକ୍ସପ୍ରେସ ୱେକୁ ୩୦୦ କୋଟି

-ସଡକ ଭିତ୍ତିଭୂମି ବିକାଶ ପାଇଁ ୧୪,୪୫୪ କୋଟି

-ବିଜୁ ସେତୁ ଯୋଜନାକୁ ୧୬୮୮ କୋଟି

-୨୮୧ ସେତୁ ନିର୍ମାଣ ଲକ୍ଷ୍ୟ

-ସହରାଞ୍ଚଳ ବାସଗୃହ ମିଶନକୁ ୪୦୦ କୋଟି

-ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୪୨୦ କୋଟି

-ଛାତ୍ର ବୃତ୍ତି ପାଇଁ ୬୪୨ କୋଟି

-୬୪ ଟି ନୂଆ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଲକ୍ଷ୍ୟ

-ବିଜୁ ପକ୍କା ଘର ପାଇଁ ୫୯୦୬ କୋଟି

-ମିଶନ ଶକ୍ତି ବିଭାଗକୁ ୨୦୦୦ କୋଟି

-ପଶୁ ଚିକିତ୍ସା ପାଇଁ ୧୯ଟି ଭ୍ରାମ୍ୟବାଣ ୟୁନିଟ ପ୍ରତିଷ୍ଠା ଲକ୍ଷ୍ୟ

-ବସୁଧା ଯୋଜନାକୁ ୧୮୫୦ କୋଟି ବ୍ୟୟବରାଦ ରଖାଯାଇଛି

-ରାସ୍ତା ନଥିବା ଗାଁକୁ ରାସ୍ତା ପାଇଁ ୧୫୦ କୋଟି

-ନୂଆ ସହର ବିକାଶ ପାଇଁ ୩୩୪ କୋଟି

-ମୁଖ୍ୟମନ୍ତ୍ରୀ ସଡକ ଯୋଜନାକୁ ୭୭୪ କୋଟି

-ଶିକ୍ଷା ଓ ଦକ୍ଷତା ବିକାଶ ଲାଗି ୨୭୩୨୪ କୋଟିର ବଜେଟ ବ୍ୟୟବରାଦ

02 Jul 2022 By The Sakala

ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ରାଜ୍ୟ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ପ୍ରାରମ୍ଭିକ ବଜେଟ ଭାଷଣରେ ନିରଞ୍ଜନ ପୁଜାରୀ କହିଛନ୍ତି, ମହିଳାଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର  । ମିଶନ ଶକ୍ତି ଜରିଆରେ ମହିଳାଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସରକାରଙ୍କ ମୋ ସରକାର ଏବଂ ୫ଟି ଆଧାରରେ ସବୁ କ୍ଷେତ୍ରରେ ପରିବର୍ତ୍ତନ କରାଯାଉଛି  । କାଳିଆ ଯୋଜନା ଆଧାରରେ କୃଷକଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।

ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ବ୍ୟୟବରାଦ କରାଯାଇଛି…

ସ୍ୱାସ୍ଥ୍ୟ ପାଇଁ ୧୨୬୨୪ କୋଟି ଟଙ୍କା

-ଉଦ୍ୟାନ କୃଷିକୁ ୩୧୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି

-ଜଳ ସେଚନ ପ୍ରକଳ୍ପକୁ ୨୪୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି

– BSKY ଯୋଜନାକୁ ୨୬୬୪ କୋଟି

-୨ଲକ୍ଷ ୮୦ ହଜାର ଜମି ଜଳସେଚନ ଲକ୍ଷ୍ଯ

-୨୨ ବର୍ଷରେ ୧୭ ଗୁଣ ବଡିଛି ବଜେଟ୍

– ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନକୁ ୨୩୨୫ କୋଟି

-କାଳିଆ ଯୋଜନାକୁ ୮୭୪ କୋଟି

-କାଳିଆ ଯୋଜନାରେ ଚାଷୀକୁ ୫୦ ହଜାର ଯାଏଁ ଋଣ

-କୁକୁଡା ଚାଷ ପାଇଁ ୧୦୨ କୋଟି

-ଅଣଧାନ ଶସ୍ୟକ୍ରୟ ପାଇଁ ୧୦୦ କୋଟିର କର୍ପସ ପାଣ୍ଠି

-ଶିକ୍ଷା ବିଭାଗ ପାଇଁ ୩୫୮୧ କୋଟି

-ମୋ ସ୍କୁଲ ଅଭିଯାନ ପାଇଁ ୬୪୬ କୋଟି ଟଙ୍କା

-ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୮୫୧ କୋଟି

-ମୋ କଲେଜ ଅଭିଯାନ ପାଇଁ ୧୧ କୋଟି

– ହାଇସ୍କୁଲ ରୂପାନ୍ତରଣ ପାଇଁ ୧୦୦ କୋଟି

– ଅଙ୍ଗନବାଡି କେନ୍ଦ୍ର ପାଇଁ ୨୩୯୭ କୋଟି

-ରାସ୍ତା ରକ୍ଷଣାବେକ୍ଷଣା ପାଇଁ ୨୯୭୦ କୋଟି

-ପୂର୍ତ୍ତ ବିଭାଗ ପାଇଁ ୮୩୮୩ କୋଟି

-ବିଜୁ ଏକ୍ସପ୍ରେସ ୱେକୁ ୩୦୦ କୋଟି

-ସଡକ ଭିତ୍ତିଭୂମି ବିକାଶ ପାଇଁ ୧୪,୪୫୪ କୋଟି

-ବିଜୁ ସେତୁ ଯୋଜନାକୁ ୧୬୮୮ କୋଟି

-୨୮୧ ସେତୁ ନିର୍ମାଣ ଲକ୍ଷ୍ୟ

-ସହରାଞ୍ଚଳ ବାସଗୃହ ମିଶନକୁ ୪୦୦ କୋଟି

-ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୪୨୦ କୋଟି

-ଛାତ୍ର ବୃତ୍ତି ପାଇଁ ୬୪୨ କୋଟି

-୬୪ ଟି ନୂଆ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଲକ୍ଷ୍ୟ

-ବିଜୁ ପକ୍କା ଘର ପାଇଁ ୫୯୦୬ କୋଟି

-ମିଶନ ଶକ୍ତି ବିଭାଗକୁ ୨୦୦୦ କୋଟି

-ପଶୁ ଚିକିତ୍ସା ପାଇଁ ୧୯ଟି ଭ୍ରାମ୍ୟବାଣ ୟୁନିଟ ପ୍ରତିଷ୍ଠା ଲକ୍ଷ୍ୟ

-ବସୁଧା ଯୋଜନାକୁ ୧୮୫୦ କୋଟି ବ୍ୟୟବରାଦ ରଖାଯାଇଛି

-ରାସ୍ତା ନଥିବା ଗାଁକୁ ରାସ୍ତା ପାଇଁ ୧୫୦ କୋଟି

-ନୂଆ ସହର ବିକାଶ ପାଇଁ ୩୩୪ କୋଟି

-ମୁଖ୍ୟମନ୍ତ୍ରୀ ସଡକ ଯୋଜନାକୁ ୭୭୪ କୋଟି

-ଶିକ୍ଷା ଓ ଦକ୍ଷତା ବିକାଶ ଲାଗି ୨୭୩୨୪ କୋଟିର ବଜେଟ ବ୍ୟୟବରାଦ

https://www.thesakala.in/latest-odisha-news/state-budget-2022-23-presented-by-finance-minister-niranjan-pujari-in-odisha-assembly/article-12965
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର