ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ଯା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ। କ୍ଯାବିନେଟ ପରେ ପରେ ମନ୍ତ୍ରିପରିଷଦ ବୈଠକ ବସିବ। ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ।

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ଯା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ।

କ୍ଯାବିନେଟ ପରେ ପରେ ମନ୍ତ୍ରିପରିଷଦ ବୈଠକ ବସିବ। ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ।

About The Author: The Sakala