ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ବୈଠକ ଶେଷ ହୋଇଛି। ଏହି କ୍ଯାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା […]

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ବୈଠକ ଶେଷ ହୋଇଛି। ଏହି କ୍ଯାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ଷୋଡ଼ଶ ବିଧାନସଭାର ସତ୍ରାବସାନକୁ ମିଳିଛି ମଞ୍ଜୁରୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର