ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର, ନିୟମିତ ହେବେ ୫୦୪ ଜଣ ଠିକା ଅଙ୍ଗନବାଡ଼ି ସୁପରଭାଇଜର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍‌ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ବିଭାଗ ତରଫରୁ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍‌ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ବିଭାଗ ତରଫରୁ ଜଳ ସୂଚନା ବିଜ୍ଞାନ କେନ୍ଦ୍ର ସ୍ଥାପନ ହେବ। ପାଣିପାଗ ଏବଂ ଜଳ ସମ୍ବଧୀୟ ସୂଚନା ପାଇଁ ଗୋଟିଏ ଜାଗାରେ ମିଳିବ ସୁବିଧା । ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

29 Feb 2024 By The Sakala

୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର, ନିୟମିତ ହେବେ ୫୦୪ ଜଣ ଠିକା ଅଙ୍ଗନବାଡ଼ି ସୁପରଭାଇଜର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍‌ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ବିଭାଗ ତରଫରୁ ଜଳ ସୂଚନା ବିଜ୍ଞାନ କେନ୍ଦ୍ର ସ୍ଥାପନ ହେବ। ପାଣିପାଗ ଏବଂ ଜଳ ସମ୍ବଧୀୟ ସୂଚନା ପାଇଁ ଗୋଟିଏ ଜାଗାରେ ମିଳିବ ସୁବିଧା । ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର