ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

The Sakala Picture
Published On

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହାଇଲେବଲ କ୍ଲିୟରାନସ ଅଥୋରିଟି –ଏଚଏଲସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ […]

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହାଇଲେବଲ କ୍ଲିୟରାନସ ଅଥୋରିଟି –ଏଚଏଲସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

21 Dec 2021 By The Sakala

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହାଇଲେବଲ କ୍ଲିୟରାନସ ଅଥୋରିଟି –ଏଚଏଲସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର