ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

The Sakala Picture
Published On

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିବ । ବୈଠକରେ ୧୩ରୁ ଅଧିକ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

24 Apr 2023 By The Sakala

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିବ । ବୈଠକରେ ୧୩ରୁ ଅଧିକ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର