ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ, ୧୦ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୨ ତାରିଖରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ସେହିଦିନ ଅପରାହ୍ନ ୫ଟା ୩୦ ମିନିଟ୍‍ ରେ କ୍ୟାବିନେଟ୍‍ ବୈଠକ ବସିବ ବୋଲି ଜଣାପଡ଼ିଛି। ବୈଠକରେ କାର୍ଯ୍ୟସୂଚୀ ନେଇ କୌଣସି ସୂଚନା ମିଳିନାହିଁ। ୨୨ ତାରିଖରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ପଞ୍ଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ।ରାଜଧାନୀରେ ଥିବା […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୨ ତାରିଖରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ସେହିଦିନ ଅପରାହ୍ନ ୫ଟା ୩୦ ମିନିଟ୍‍ ରେ କ୍ୟାବିନେଟ୍‍ ବୈଠକ ବସିବ ବୋଲି ଜଣାପଡ଼ିଛି। ବୈଠକରେ କାର୍ଯ୍ୟସୂଚୀ ନେଇ କୌଣସି ସୂଚନା ମିଳିନାହିଁ। ୨୨ ତାରିଖରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ପଞ୍ଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ।ରାଜଧାନୀରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଏବଂ ଜିଲ୍ଲାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଆଭାସୀ ମାଧ୍ୟମରେ ଯୋଗ ଦେବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର