ଆଜି ରାଜ୍ଯ କ୍ୟାବିନେଟ୍‍, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

The Sakala Picture
Published On

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ୧୨ଟା ୩୦ ମିନିଟ୍‍ରେ ଏହି ବୈଠକ ଆହ୍ୱାନ କରାଯାଇଛି। ଏହି ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ନିର୍ମାଣ, ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ପରି ବିଭାଗର ଏକାଧିକ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିପାଇଁ ନିର୍ଦିଷ୍ଟ ଭାବରେ କେତେକ ପ୍ରସ୍ତାବ ଆସିବ ଜଣା ପଡ଼ି ନ ଥିଲେ ହେଁ ପାଖାପାଖି […]

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ୧୨ଟା ୩୦ ମିନିଟ୍‍ରେ ଏହି ବୈଠକ ଆହ୍ୱାନ କରାଯାଇଛି। ଏହି ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ନିର୍ମାଣ, ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ପରି ବିଭାଗର ଏକାଧିକ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିପାଇଁ ନିର୍ଦିଷ୍ଟ ଭାବରେ କେତେକ ପ୍ରସ୍ତାବ ଆସିବ ଜଣା ପଡ଼ି ନ ଥିଲେ ହେଁ ପାଖାପାଖି ଦେଢ଼ ଡ଼ଜନ ପ୍ରସ୍ତାବ ଆଗତ ହୋଇପାରେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

12 Apr 2021 By The Sakala

ଆଜି ରାଜ୍ଯ କ୍ୟାବିନେଟ୍‍, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ୧୨ଟା ୩୦ ମିନିଟ୍‍ରେ ଏହି ବୈଠକ ଆହ୍ୱାନ କରାଯାଇଛି। ଏହି ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ନିର୍ମାଣ, ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ପରି ବିଭାଗର ଏକାଧିକ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିପାଇଁ ନିର୍ଦିଷ୍ଟ ଭାବରେ କେତେକ ପ୍ରସ୍ତାବ ଆସିବ ଜଣା ପଡ଼ି ନ ଥିଲେ ହେଁ ପାଖାପାଖି ଦେଢ଼ ଡ଼ଜନ ପ୍ରସ୍ତାବ ଆଗତ ହୋଇପାରେ ବୋଲି ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର