ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଉପକୃତ ହେବେ ୧୮ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ

The Sakala Picture
Published On

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷକ ନିୟମିତ ହୋଇଛନ୍ତି। ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି […]

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷକ ନିୟମିତ ହୋଇଛନ୍ତି। ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ସମସ୍ୟା ସମ୍ପର୍କରେ ଆଲୋଚନା କରି ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର