ଆସନ୍ତା ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର :  ଆସନ୍ତା ମାର୍ଚ୍ଚ ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ହୋଲି ଏବଂ ଦୋଳ ପୂର୍ଣ୍ଣିମା ପାଇଁ ୨ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି । ତେବେ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ । ସୂଚନାଯୋଗ୍ୟ କରୋନା ମହାମାରୀ ପାଇଁ ସମସ୍ତ ସ୍କୁଲ ବନ୍ଦ […]

ଭୁବନେଶ୍ବର :  ଆସନ୍ତା ମାର୍ଚ୍ଚ ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ହୋଲି ଏବଂ ଦୋଳ ପୂର୍ଣ୍ଣିମା ପାଇଁ ୨ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି । ତେବେ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ ।

ଆହୁରି ପଢ଼ନ୍ତୁ: ରାଜ୍ୟର ସବୁ ଥାନାରେ ପ୍ରତିଦିନ ସକାଳ ୯ଟା ପୂର୍ବରୁ 'ବ୍ରିଫିଂ ପରେଡ୍' କରିବାକୁ ନିର୍ଦ୍ଦେଶ

ସୂଚନାଯୋଗ୍ୟ କରୋନା ମହାମାରୀ ପାଇଁ ସମସ୍ତ ସ୍କୁଲ ବନ୍ଦ ରହିଥିଲା । ଦୀର୍ଘ ଦିନର ବ୍ୟବଧାନ ପରେ ଏବେ ପୁଣି ଖୋଲିଛି ସ୍କୁଲ । ତେବେ ଏବେ ବି କରୋନା କାୟା ଜାରି ରହିଛି । ଏହାରି ମଧ୍ୟରେ ହୋଲି ଓ ଦୋଳକୁ ନେଇ ଛୁଟି ଘୋଷଣା ହୋଇଛି । ଏଥର ହୋଲି ଘରେ ରହି ପାଳନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ: ନ୍ୟାୟ ଦାବିରେ ସାଇକେଲରେ ୧୫କି.ମି ବୁହାହେଲା ମୃତଦେହ

25 Mar 2021 By The Sakala

ଆସନ୍ତା ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର :  ଆସନ୍ତା ମାର୍ଚ୍ଚ ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ହୋଲି ଏବଂ ଦୋଳ ପୂର୍ଣ୍ଣିମା ପାଇଁ ୨ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି । ତେବେ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ ।

ସୂଚନାଯୋଗ୍ୟ କରୋନା ମହାମାରୀ ପାଇଁ ସମସ୍ତ ସ୍କୁଲ ବନ୍ଦ ରହିଥିଲା । ଦୀର୍ଘ ଦିନର ବ୍ୟବଧାନ ପରେ ଏବେ ପୁଣି ଖୋଲିଛି ସ୍କୁଲ । ତେବେ ଏବେ ବି କରୋନା କାୟା ଜାରି ରହିଛି । ଏହାରି ମଧ୍ୟରେ ହୋଲି ଓ ଦୋଳକୁ ନେଇ ଛୁଟି ଘୋଷଣା ହୋଇଛି । ଏଥର ହୋଲି ଘରେ ରହି ପାଳନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର