ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଆଜି ରାଜ୍ୟରେ ୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାରି ମଧ୍ୟରେ ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ […]

ଭୁବନେଶ୍ବର : ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଆଜି ରାଜ୍ୟରେ ୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାରି ମଧ୍ୟରେ ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ବାରଣ କରାଯାଇଛି। ଜାନୁଆରୀ ୧୪ ଦିନ ମନ୍ଦିରରେ କେବଳ ପୂଜକମାନେ ରୀତିନୀତି ଅନୁସାରେ କରିବେ। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି । ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଏନେଇ ସବୁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିସନର ଓ କଟକ-ଭୁବନେଶ୍ବର ଟୁଇନସିଟି ପୁଲିସ କମିସନରଙ୍କୁ ସୂଚିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; କଣ୍ଟେନର ଧକ୍କାରେ ତିନି ବାଇକ ଆରୋହୀ ମୃତ

11 Jan 2022 By The Sakala

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଆଜି ରାଜ୍ୟରେ ୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାରି ମଧ୍ୟରେ ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ବାରଣ କରାଯାଇଛି। ଜାନୁଆରୀ ୧୪ ଦିନ ମନ୍ଦିରରେ କେବଳ ପୂଜକମାନେ ରୀତିନୀତି ଅନୁସାରେ କରିବେ। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର।

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି । ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଏନେଇ ସବୁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିସନର ଓ କଟକ-ଭୁବନେଶ୍ବର ଟୁଇନସିଟି ପୁଲିସ କମିସନରଙ୍କୁ ସୂଚିତ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର