IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। [wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]  

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

[wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର