ଭୁବନେଶ୍ବର : ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। [wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]
ଭୁବନେଶ୍ବର : ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି।
[wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]