ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷିତ ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ମେଗା ପ୍ଲାନ

The Sakala Picture
Published On

ଭୁବନେଶ୍ୱର: ୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଋଷିଆ ସେନା ୟୁକ୍ରେନର ଅନେକ ସହର ଉପରେ ବିସ୍ଫୋରଣ ଜାରି ରଖିଛି। ଏଭଳି ସ୍ଥଳେ ଯୁଦ୍ଧ ଭୂମିରୁ ଓଡ଼ିଆ ଛାତ୍ରଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ନବୀନଙ୍କ ମେଗା ପ୍ଲାନ । ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ବଡ଼ ଯୋଜନା । ସୁରକ୍ଷିତ ଭାବେ ଫେରିବେ ଓଡ଼ିଆ ଛାତ୍ରଛାତ୍ରୀ । ଏଥିପାଇଁ ୪ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ ଦେଲେ ରାଜ୍ୟ ସରକାର । […]

ଭୁବନେଶ୍ୱର: ୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଋଷିଆ ସେନା ୟୁକ୍ରେନର ଅନେକ ସହର ଉପରେ ବିସ୍ଫୋରଣ ଜାରି ରଖିଛି। ଏଭଳି ସ୍ଥଳେ ଯୁଦ୍ଧ ଭୂମିରୁ ଓଡ଼ିଆ ଛାତ୍ରଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ନବୀନଙ୍କ ମେଗା ପ୍ଲାନ । ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ବଡ଼ ଯୋଜନା । ସୁରକ୍ଷିତ ଭାବେ ଫେରିବେ ଓଡ଼ିଆ ଛାତ୍ରଛାତ୍ରୀ । ଏଥିପାଇଁ ୪ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ୟୁକ୍ରେନ ସହ ଅନ୍ୟ ଦେଶକୁ ଚାଲି ଯାଇଥିବା ଛାତ୍ରଛାତ୍ରୀଙ୍କ ଉଦ୍ଧାର ପାଇଁ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ନିଯୁକ୍ତ କରିଛନ୍ତି ଓଡ଼ିଶା ସରକାର ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଏଥିପାଇଁ ନୂଆଦିଲ୍ଲୀ ରେସିଡେଣ୍ଟ କମିଶନଙ୍କ କାର୍ଯ୍ୟାଳୟ ନୋଡାଲ ଅଫିସ ହେବ ବୋଲି ଘୋଷଣା କରାଯାଇଛି । ପୋଲାଣ୍ଡ ପାଇଁ ସ୍ୱତନ୍ତ୍ର ପ୍ରତିନିଧି ଦାୟିତ୍ୱ ବିକ୍ରମାଦିତ୍ୟଙ୍କୁ ଦିଆଯାଇଛି । ଏବେ କିଟ୍ ଓ କିସ ବିଶ୍ୱବିଦ୍ୟାଳୟର ଉପସଭାପତି ଅଛନ୍ତି ବିକ୍ରମାଦିତ୍ୟ । ସେହିଭଳି ହଙ୍ଗେରୀ ପାଇଁ ସ୍ୱତନ୍ତ୍ର ପ୍ରତିନିଧି ଭାବେ UNFCRର ବରିଷ୍ଠ ଅଧିକାରୀ ଆରୁଷି ରାୟଙ୍କୁ ନିଯୁକ୍ତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ୟୁଏନ ପଲିସି ଅଫିସର ବୈଶାଳୀ ମହାନ୍ତିଙ୍କୁ ରୋମାନିଆ ଦାୟିତ୍ୱ ମିଳିଛି । ସ୍ଲୋଭାକିଆ ପାଇଁ କଲସଲଟାଣ୍ଟ ଭାବେ କାର୍ଯ୍ୟରତ ଅନୁରାଗ ପଟ୍ଟନାୟକଙ୍କୁ ମିଳିଛି ଦାୟିତ୍ୱ । ଗୋଟେପଟେ ଅନେକ ଦେଶର ଛାତ୍ରଛାତ୍ରୀ ୟୁକ୍ରେନରେ ଫସି ରହିଛନ୍ତି । ଉଦ୍ଧାର ପାଇଁ ସେମାନେ ଆକୁଳ ନିବେଦନ କରୁଥିଲେ ମଧ୍ୟ ସେଠାକାର ସରକାର ଫେରାଇ ଆଣିବାରେ ବିପଳ ହେଉଛନ୍ତି । କିନ୍ତୁ ଏପରି ଘଡ଼ିସନ୍ଧି ସମୟରେ ଓଡ଼ିଶା ସରକାରଙ୍କ ଏଭଳି ପ୍ରୟାସ ୟୁକ୍ରେନରେ ଫସିଥିବା ଛାତ୍ରଛାତ୍ରୀଙ୍କ ପରିବାର ବର୍ଗକୁ ଆଶ୍ୱାସନା ଦେଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

03 Mar 2022 By The Sakala

ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷିତ ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ମେଗା ପ୍ଲାନ

ଭୁବନେଶ୍ୱର: ୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଋଷିଆ ସେନା ୟୁକ୍ରେନର ଅନେକ ସହର ଉପରେ ବିସ୍ଫୋରଣ ଜାରି ରଖିଛି। ଏଭଳି ସ୍ଥଳେ ଯୁଦ୍ଧ ଭୂମିରୁ ଓଡ଼ିଆ ଛାତ୍ରଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ନବୀନଙ୍କ ମେଗା ପ୍ଲାନ । ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ବଡ଼ ଯୋଜନା । ସୁରକ୍ଷିତ ଭାବେ ଫେରିବେ ଓଡ଼ିଆ ଛାତ୍ରଛାତ୍ରୀ । ଏଥିପାଇଁ ୪ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ୟୁକ୍ରେନ ସହ ଅନ୍ୟ ଦେଶକୁ ଚାଲି ଯାଇଥିବା ଛାତ୍ରଛାତ୍ରୀଙ୍କ ଉଦ୍ଧାର ପାଇଁ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ନିଯୁକ୍ତ କରିଛନ୍ତି ଓଡ଼ିଶା ସରକାର ।

ଏଥିପାଇଁ ନୂଆଦିଲ୍ଲୀ ରେସିଡେଣ୍ଟ କମିଶନଙ୍କ କାର୍ଯ୍ୟାଳୟ ନୋଡାଲ ଅଫିସ ହେବ ବୋଲି ଘୋଷଣା କରାଯାଇଛି । ପୋଲାଣ୍ଡ ପାଇଁ ସ୍ୱତନ୍ତ୍ର ପ୍ରତିନିଧି ଦାୟିତ୍ୱ ବିକ୍ରମାଦିତ୍ୟଙ୍କୁ ଦିଆଯାଇଛି । ଏବେ କିଟ୍ ଓ କିସ ବିଶ୍ୱବିଦ୍ୟାଳୟର ଉପସଭାପତି ଅଛନ୍ତି ବିକ୍ରମାଦିତ୍ୟ । ସେହିଭଳି ହଙ୍ଗେରୀ ପାଇଁ ସ୍ୱତନ୍ତ୍ର ପ୍ରତିନିଧି ଭାବେ UNFCRର ବରିଷ୍ଠ ଅଧିକାରୀ ଆରୁଷି ରାୟଙ୍କୁ ନିଯୁକ୍ତି ଦିଆଯାଇଛି ।

ୟୁଏନ ପଲିସି ଅଫିସର ବୈଶାଳୀ ମହାନ୍ତିଙ୍କୁ ରୋମାନିଆ ଦାୟିତ୍ୱ ମିଳିଛି । ସ୍ଲୋଭାକିଆ ପାଇଁ କଲସଲଟାଣ୍ଟ ଭାବେ କାର୍ଯ୍ୟରତ ଅନୁରାଗ ପଟ୍ଟନାୟକଙ୍କୁ ମିଳିଛି ଦାୟିତ୍ୱ । ଗୋଟେପଟେ ଅନେକ ଦେଶର ଛାତ୍ରଛାତ୍ରୀ ୟୁକ୍ରେନରେ ଫସି ରହିଛନ୍ତି । ଉଦ୍ଧାର ପାଇଁ ସେମାନେ ଆକୁଳ ନିବେଦନ କରୁଥିଲେ ମଧ୍ୟ ସେଠାକାର ସରକାର ଫେରାଇ ଆଣିବାରେ ବିପଳ ହେଉଛନ୍ତି । କିନ୍ତୁ ଏପରି ଘଡ଼ିସନ୍ଧି ସମୟରେ ଓଡ଼ିଶା ସରକାରଙ୍କ ଏଭଳି ପ୍ରୟାସ ୟୁକ୍ରେନରେ ଫସିଥିବା ଛାତ୍ରଛାତ୍ରୀଙ୍କ ପରିବାର ବର୍ଗକୁ ଆଶ୍ୱାସନା ଦେଇଛି ।

https://www.thesakala.in/latest-odisha-news/state-governments-mega-plan-for-safe-rescue-of-odia-students-trapped-in-ukraine/article-9663
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର