IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ  ପ୍ରଦାନ କରାଯାଇଛି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ପ୍ରଦାନ କରାଯାଇଥିବାବେଳେ ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ […]

ଭୁବନେଶ୍ବର: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ  ପ୍ରଦାନ କରାଯାଇଛି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ପ୍ରଦାନ କରାଯାଇଥିବାବେଳେ ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଗାଁରେ ବୁଲିଲା ଖଣ୍ଡା, ଗୋଷ୍ଠି ସଂଘର୍ଷରେ ୩ ଜଣ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp