ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ

The Sakala Picture
Published On

ଭୁବନେଶ୍ବର: ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଥାନାରେ ଏତଲା । ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସ । ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ପୋଷ୍ଟ କରିଥିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । ଯାହାର ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ନାଁରେ ଏତଲା ଦିଆଯାଇଛି । ନିଜ ଫେସବୁକ ପୋଷ୍ଟରେ ବୁଦ୍ଧାଦିତ୍ୟ ଲେଖିଥିଲେ ବିଷ୍ଣୋଇ, ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ […]

ଭୁବନେଶ୍ବର: ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଥାନାରେ ଏତଲା । ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସ । ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ପୋଷ୍ଟ କରିଥିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । ଯାହାର ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ନାଁରେ ଏତଲା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

ନିଜ ଫେସବୁକ ପୋଷ୍ଟରେ ବୁଦ୍ଧାଦିତ୍ୟ ଲେଖିଥିଲେ ବିଷ୍ଣୋଇ, ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ ପାଳି । ଏହି ପୋଷ୍ଟକୁ ନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ସୃଷ୍ଟି ହୋଇଥିଲା । ଏଭଳି ମନ୍ତବ୍ୟ ପାଇଁ ଓଡ଼ିଶା ଛାତ୍ର କଂଗ୍ରେସ ଥାନାରେ ଅଭିଯୋଗ କରିବା ସହିତ ତୁରନ୍ତ ବୁଦ୍ଧାଦିତ୍ୟଙ୍କୁ ଗିରଫ ପାଇଁ ଦାବି କରିଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ପତ୍ନୀଙ୍କ ତଣ୍ଟି କାଟିଲା ସ୍ୱାମୀ, ପରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

18 Oct 2024 By The Sakala

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ

ଭୁବନେଶ୍ବର: ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଥାନାରେ ଏତଲା । ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସ । ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ପୋଷ୍ଟ କରିଥିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । ଯାହାର ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ନାଁରେ ଏତଲା ଦିଆଯାଇଛି ।

ନିଜ ଫେସବୁକ ପୋଷ୍ଟରେ ବୁଦ୍ଧାଦିତ୍ୟ ଲେଖିଥିଲେ ବିଷ୍ଣୋଇ, ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ ପାଳି । ଏହି ପୋଷ୍ଟକୁ ନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ସୃଷ୍ଟି ହୋଇଥିଲା । ଏଭଳି ମନ୍ତବ୍ୟ ପାଇଁ ଓଡ଼ିଶା ଛାତ୍ର କଂଗ୍ରେସ ଥାନାରେ ଅଭିଯୋଗ କରିବା ସହିତ ତୁରନ୍ତ ବୁଦ୍ଧାଦିତ୍ୟଙ୍କୁ ଗିରଫ ପାଇଁ ଦାବି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର