ରାଜ୍ୟରେ ଅସହ୍ଯ ତାତି: ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ତାପମାତ୍ରା

The Sakala Picture
Published On

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୨ ସହରର ତାପମାତ୍ରା। ଭୁବନେଶ୍ବର ଓ ବାଲେଶ୍ୱରର ତାପମାତ୍ରା ୪୦.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ […]

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୨ ସହରର ତାପମାତ୍ରା। ଭୁବନେଶ୍ବର ଓ ବାଲେଶ୍ୱରର ତାପମାତ୍ରା ୪୦.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା-

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଭୁବନେଶ୍ୱର: 40.6°C
ବାଲେଶ୍ୱର: 40.6°C
ଚାନ୍ଦବାଲି: 40°C
ଝାରସୁଗୁଡା:40°C
ସମ୍ବଲପୁର: 39.7°C
କେନ୍ଦୁଝର: 39°C
ହୀରାକୁଦ: 38.6°C
ରାଉରକେଲା: 37.9°C
ଗୋପାଳପୁର:35.1°C
ପୁରୀ: 34.5°C
ପାରାଦ୍ୱୀପ: 34.5°C

18 Apr 2024 By The Sakala

ରାଜ୍ୟରେ ଅସହ୍ଯ ତାତି: ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୨ ସହରର ତାପମାତ୍ରା। ଭୁବନେଶ୍ବର ଓ ବାଲେଶ୍ୱରର ତାପମାତ୍ରା ୪୦.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା-

ଭୁବନେଶ୍ୱର: 40.6°C
ବାଲେଶ୍ୱର: 40.6°C
ଚାନ୍ଦବାଲି: 40°C
ଝାରସୁଗୁଡା:40°C
ସମ୍ବଲପୁର: 39.7°C
କେନ୍ଦୁଝର: 39°C
ହୀରାକୁଦ: 38.6°C
ରାଉରକେଲା: 37.9°C
ଗୋପାଳପୁର:35.1°C
ପୁରୀ: 34.5°C
ପାରାଦ୍ୱୀପ: 34.5°C

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର