ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ବିଧିବଦ୍ଧ ଭାବେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିିଛି। ୧୮ରେ ଯାଞ୍ଚ ହେବ । ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।  ଡିସେମ୍ବର ୫ରେ ଭୋଟିଂ ହେବ।  ୮ ତାରିଖରେ ଗଣତି ହୋଇ ଫଳ ପ୍ରାକଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଅଛି। ସୂଚନା ଅନୁଯାୟୀ, ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ […]

ଭୁବନେଶ୍ବର: ବିଧିବଦ୍ଧ ଭାବେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିିଛି। ୧୮ରେ ଯାଞ୍ଚ ହେବ । ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।  ଡିସେମ୍ବର ୫ରେ ଭୋଟିଂ ହେବ।  ୮ ତାରିଖରେ ଗଣତି ହୋଇ ଫଳ ପ୍ରାକଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଅଛି।

ସୂଚନା ଅନୁଯାୟୀ, ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଏହି ଆସନଟି ଖାଲି ପଡିଛି ।

About The Author: The Sakala