ଜାଲ ନୋଟ ରାକେଟକୁ କାବୁ କଲା STF, ୨ ଗିରଫ

The Sakala Picture
Published On

ବଲାଙ୍ଗୀର: ଜାଲ ନୋଟ ରାକେଟକୁ କାବୁ କଲା ଏସଟିଏଫ୍ । ଟିଟିଲାଗଡରେ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଗୁରୁବାର ଜବତ ହୋଇଛି । ଜାଲ ନୋଟ୍‌ ରାକେଟ ଠାବ ହେବା ସହ ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି । ଟିଟିଲାଗଡରୁ ଏହି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ଟିମ୍‌ । ଗିରଫ ଦୁଇ ଜଣ ହେଲେ ମହମ୍ମଦ ସବିର ଓ ନେତ୍ର ରାଉତ।ଆନ୍ତଃରାଜ୍ୟ ଲିଙ୍କ୍‌ ସନ୍ଦେହ କରି ଅଧିକ […]

ବଲାଙ୍ଗୀର: ଜାଲ ନୋଟ ରାକେଟକୁ କାବୁ କଲା ଏସଟିଏଫ୍ । ଟିଟିଲାଗଡରେ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଗୁରୁବାର ଜବତ ହୋଇଛି । ଜାଲ ନୋଟ୍‌ ରାକେଟ ଠାବ ହେବା ସହ ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି । ଟିଟିଲାଗଡରୁ ଏହି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ଟିମ୍‌ । ଗିରଫ ଦୁଇ ଜଣ ହେଲେ ମହମ୍ମଦ ସବିର ଓ ନେତ୍ର ରାଉତ।ଆନ୍ତଃରାଜ୍ୟ ଲିଙ୍କ୍‌ ସନ୍ଦେହ କରି ଅଧିକ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

10 Apr 2025 By The Sakala

ଜାଲ ନୋଟ ରାକେଟକୁ କାବୁ କଲା STF, ୨ ଗିରଫ

ବଲାଙ୍ଗୀର: ଜାଲ ନୋଟ ରାକେଟକୁ କାବୁ କଲା ଏସଟିଏଫ୍ । ଟିଟିଲାଗଡରେ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଗୁରୁବାର ଜବତ ହୋଇଛି । ଜାଲ ନୋଟ୍‌ ରାକେଟ ଠାବ ହେବା ସହ ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି । ଟିଟିଲାଗଡରୁ ଏହି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ଟିମ୍‌ । ଗିରଫ ଦୁଇ ଜଣ ହେଲେ ମହମ୍ମଦ ସବିର ଓ ନେତ୍ର ରାଉତ।ଆନ୍ତଃରାଜ୍ୟ ଲିଙ୍କ୍‌ ସନ୍ଦେହ କରି ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର