କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

The Sakala Picture
Published On

କଟକ: କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ଘର ପଞ୍ଜାବର ବୋଲି ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ହଷ୍ଟେଲରୁ ଛାତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନା(ଏସ୍‌ସିବି)ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇପାରିନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

05 Apr 2022 By The Sakala

କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

କଟକ: କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ଘର ପଞ୍ଜାବର ବୋଲି ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ହଷ୍ଟେଲରୁ ଛାତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନା(ଏସ୍‌ସିବି)ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇପାରିନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର