ସନ୍ତରଣ ପ୍ରଶିକ୍ଷଣ ବେଳେ ସୁଇମିଂ ପୁଲରେ ବୁଡ଼ି ଏନସିସି ଛାତ୍ର ମୃତ

The Sakala Picture
Published On

କଟକ: ସନ୍ତରଣ ପ୍ରଶିକ୍ଷଣ ବେଳେ ଚାଲିଗଲା ଏନସିସି ଛାତ୍ରଙ୍କ ଜୀବନ । କଟକ କ୍ଳବର ସୁଇମିଂ ପୁଲରେ ଘଟିଛି ଏହି ଅଘଟଣ । NCC କ୍ୟାମ୍ପ ପାଇଁ ଚାଲିଥିବା ସନ୍ତରଣ ପ୍ରଶିକ୍ଷଣ ବେଳେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି । ମୃତ ଛାତ୍ରଙ୍କ ନାଁ ସ୍ଵପ୍ନେଶ୍ୱର୍ ଦାସ । ତାଙ୍କ ଘର ରାଜାବଗିଚା ଅଞ୍ଚଳରେ । ମିଳିଥିବା ସୂଚନା ମୁତାବକ ଏକ ଘରୋଇ ସଂସ୍ଥା ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ ନେଉଥିଲେ ସ୍ୱପ୍ନେଶ୍ୱର। ପହଁରା ସିଖୁଥିବା ସମୟରେ ସେ […]

କଟକ: ସନ୍ତରଣ ପ୍ରଶିକ୍ଷଣ ବେଳେ ଚାଲିଗଲା ଏନସିସି ଛାତ୍ରଙ୍କ ଜୀବନ । କଟକ କ୍ଳବର ସୁଇମିଂ ପୁଲରେ ଘଟିଛି ଏହି ଅଘଟଣ । NCC କ୍ୟାମ୍ପ ପାଇଁ ଚାଲିଥିବା ସନ୍ତରଣ ପ୍ରଶିକ୍ଷଣ ବେଳେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି । ମୃତ ଛାତ୍ରଙ୍କ ନାଁ ସ୍ଵପ୍ନେଶ୍ୱର୍ ଦାସ । ତାଙ୍କ ଘର ରାଜାବଗିଚା ଅଞ୍ଚଳରେ । ମିଳିଥିବା ସୂଚନା ମୁତାବକ ଏକ ଘରୋଇ ସଂସ୍ଥା ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ ନେଉଥିଲେ ସ୍ୱପ୍ନେଶ୍ୱର। ପହଁରା ସିଖୁଥିବା ସମୟରେ ସେ ବୁଡ଼ି ଯାଇଥିଲେ । ଫଳରେ ତାଙ୍କର ଜୀବନ ଚାଲିଯାଇଥିଲା । ପାଣିରେ ବୁଡ଼ିଯିବା ପରେ ସ୍ୱପ୍ନେଶ୍ୱରଙ୍କୁ ଉଦ୍ଧାର କରି ସିଟି ହସ୍ପିଟାଲ୍‌ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ, ଆଜିଠୁ ହେବ ନୂଆ ପଞ୍ଜିିକା ପ୍ରଚଳନ

10 Sep 2022 By The Sakala

ସନ୍ତରଣ ପ୍ରଶିକ୍ଷଣ ବେଳେ ସୁଇମିଂ ପୁଲରେ ବୁଡ଼ି ଏନସିସି ଛାତ୍ର ମୃତ

କଟକ: ସନ୍ତରଣ ପ୍ରଶିକ୍ଷଣ ବେଳେ ଚାଲିଗଲା ଏନସିସି ଛାତ୍ରଙ୍କ ଜୀବନ । କଟକ କ୍ଳବର ସୁଇମିଂ ପୁଲରେ ଘଟିଛି ଏହି ଅଘଟଣ । NCC କ୍ୟାମ୍ପ ପାଇଁ ଚାଲିଥିବା ସନ୍ତରଣ ପ୍ରଶିକ୍ଷଣ ବେଳେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି । ମୃତ ଛାତ୍ରଙ୍କ ନାଁ ସ୍ଵପ୍ନେଶ୍ୱର୍ ଦାସ । ତାଙ୍କ ଘର ରାଜାବଗିଚା ଅଞ୍ଚଳରେ । ମିଳିଥିବା ସୂଚନା ମୁତାବକ ଏକ ଘରୋଇ ସଂସ୍ଥା ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ ନେଉଥିଲେ ସ୍ୱପ୍ନେଶ୍ୱର। ପହଁରା ସିଖୁଥିବା ସମୟରେ ସେ ବୁଡ଼ି ଯାଇଥିଲେ । ଫଳରେ ତାଙ୍କର ଜୀବନ ଚାଲିଯାଇଥିଲା । ପାଣିରେ ବୁଡ଼ିଯିବା ପରେ ସ୍ୱପ୍ନେଶ୍ୱରଙ୍କୁ ଉଦ୍ଧାର କରି ସିଟି ହସ୍ପିଟାଲ୍‌ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର