ଅଫଲାଇନ୍ ପରୀକ୍ଷାକୁ ବିରୋଧକରି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା

The Sakala Picture
Published On

ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଶାନ୍ତି  ଦେଖାଦେଇଛି। ଅଫଲାଇନ୍ ପରୀକ୍ଷାକୁ ବିରୋଧ କରି ସମ୍ବଲପୁର ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବରଗଡ଼, ସମ୍ବଲପୁର ଓ ବଲାଙ୍ଗିର ଅଞ୍ଚଳର ଛାତ୍ରଛାତ୍ରୀ ପୂର୍ବରୁ ଅଫଲାଇନ୍ ପରୀକ୍ଷା କରାଇବାକୁ କୁଳପତିଙ୍କୁ ଚିଠି ଲେଖିଥିଲେ। ଆଜି ବିଶ୍ୱବିଦ୍ୟାଳୟକୁ କୁଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିବାକୁ ଚାହିଁଥିଲେ ଛାତ୍ର କଂଗ୍ରେସ ସଦସ୍ୟ । କିନ୍ତୁ କେହି ଉପସ୍ଥିତ  ନ ଥିବାରୁ ଆଲୋଚନା ହୋଇ ପାରି ନ ଥିଲା । ଏହାକୁ […]

ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଶାନ୍ତି  ଦେଖାଦେଇଛି। ଅଫଲାଇନ୍ ପରୀକ୍ଷାକୁ ବିରୋଧ କରି ସମ୍ବଲପୁର ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଭଙ୍ଗାରୁଜା କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସୂଚନା ଅନୁଯାୟୀ, ବରଗଡ଼, ସମ୍ବଲପୁର ଓ ବଲାଙ୍ଗିର ଅଞ୍ଚଳର ଛାତ୍ରଛାତ୍ରୀ ପୂର୍ବରୁ ଅଫଲାଇନ୍ ପରୀକ୍ଷା କରାଇବାକୁ କୁଳପତିଙ୍କୁ ଚିଠି ଲେଖିଥିଲେ। ଆଜି ବିଶ୍ୱବିଦ୍ୟାଳୟକୁ କୁଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିବାକୁ ଚାହିଁଥିଲେ ଛାତ୍ର କଂଗ୍ରେସ ସଦସ୍ୟ । କିନ୍ତୁ କେହି ଉପସ୍ଥିତ  ନ ଥିବାରୁ ଆଲୋଚନା ହୋଇ ପାରି ନ ଥିଲା । ଏହାକୁ ନେଇ ପୁଲିସ ଓ ଛାତ୍ର କଂଗ୍ରେସର ସଦସ୍ୟ ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଲାଠି ଚାର୍ଜ କରିଛି । ଏଥିରେ ଆନ୍ଦୋଳନକାରୀ ଓ ପୁଲିସ ଆହତ ହୋଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର