ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି କି, ୯୦% ବହି ଛପା ସାରିଲାଣି, ପିଲାଙ୍କ ପାଖରେ ପହଞ୍ଚୁଛି । ବାକି ୧୦% ବହି ଖରା ଛୁଟି ପୂର୍ବରୁ ପିଲାଙ୍କ ପାଖରେ ପହଞ୍ଚିବ । ବହି ଛାପିବାରେ ସମସ୍ୟା ପାଇଁ ବଣ୍ଟନ କାର୍ଯ୍ୟରେ ବିଳମ୍ବ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ ।
03 Jun 2026
By Madhusudan Das

⊕ https://www.thesakala.in/latest-odisha-news/students-to-receive-books-before-schools-reopen/article-47007