ପ୍ରଥମରୁ-ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ
ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। କୋଭିଡ ମହାମାରୀ ପାଇଁ ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ ଶିକ୍ଷା ବର୍ଷ ଆରମ୍ଭ ହେବନି। ପ୍ରଚଣ୍ଡ ଖରା ଓ କରୋନା ଯୋଗୁ ଜୁନରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇପାରେ ବୋଲି ସମୀର […]
ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ
କୋଭିଡ ମହାମାରୀ ପାଇଁ ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ ଶିକ୍ଷା ବର୍ଷ ଆରମ୍ଭ ହେବନି। ପ୍ରଚଣ୍ଡ ଖରା ଓ କରୋନା ଯୋଗୁ ଜୁନରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇପାରେ ବୋଲି ସମୀର ରଞ୍ଜନ ଦାଶ କହିଛନ୍ତି।
ଆହୁରି ପଢ଼ନ୍ତୁ: ଲୁଡୁ ଖେଳକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଦୁଇ ଅଟକ
13 Mar 2021
By The Sakala
ପ୍ରଥମରୁ-ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ
ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
କୋଭିଡ ମହାମାରୀ ପାଇଁ ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ ଶିକ୍ଷା ବର୍ଷ ଆରମ୍ଭ ହେବନି। ପ୍ରଚଣ୍ଡ ଖରା ଓ କରୋନା ଯୋଗୁ ଜୁନରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇପାରେ ବୋଲି ସମୀର ରଞ୍ଜନ ଦାଶ କହିଛନ୍ତି।
⊕ https://www.thesakala.in/latest-odisha-news/students-will-pass-the-exams-from-first-to-eighth-grade-without-exams/article-666