ପ୍ରଥମରୁ-ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। କୋଭିଡ ମହାମାରୀ ପାଇଁ  ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ ଶିକ୍ଷା ବର୍ଷ ଆରମ୍ଭ ହେବନି। ପ୍ରଚଣ୍ଡ ଖରା ଓ କରୋନା ଯୋଗୁ ଜୁନରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇପାରେ ବୋଲି ସମୀର […]

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବିନା ପରୀକ୍ଷାରେ ପାସ ହେବେ ଛାତ୍ରଛାତ୍ରୀ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

କୋଭିଡ ମହାମାରୀ ପାଇଁ  ଚଳିତ ବର୍ଷ କୌଣସି କ୍ଲାସ ହୋଇ ନ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏପରିକି ଏପ୍ରିଲରେ ବି ନୂତନ ଶିକ୍ଷା ବର୍ଷ ଆରମ୍ଭ ହେବନି। ପ୍ରଚଣ୍ଡ ଖରା ଓ କରୋନା ଯୋଗୁ ଜୁନରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇପାରେ ବୋଲି ସମୀର ରଞ୍ଜନ ଦାଶ କହିଛନ୍ତି।

About The Author: The Sakala