ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ଯୁ

ବିନିକା: ପୁଣି ଏକ ଦନ୍ତା ହାତୀର ମୃତ୍ଯୁ ।  ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜ ମହଦା ଗାଁ ନିକଟ ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ଯୁ ଘଟିଛି।  ବରହା ଶିକାର ପାଇଁ ବିଛା ଯାଇଥିବା ତାରରେ ଲାଗି ଉକ୍ତ ହାତୀଟିର ମୃତ୍ୟୁ ଘଟିଥିବା ରେଞ୍ଜର କହିଛନ୍ତି। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖଯାଇଥିବା  ବିନିକା ରେଞ୍ଜର ସୂଚନା ଦେଇଛନ୍ତି।

About The Author: The Sakala