୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଛାତ୍ରଙ୍କ ମୃତ୍ୟୁ

The Sakala Picture
Published On

ସୁବର୍ଣ୍ଣପୁର: ବିଦ୍ୟୁତ ଆଘାତରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଛାତ୍ର ହେଲେ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବାଙ୍କବିଜା ଗାଁର ଧର୍ମରାଜ ବାଗ । ସେ ଯୁକ୍ତ ଦୁଇରେ ପାଠ ପଢୁଥିଲେ। ୧୧କେଭି ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

17 Aug 2023 By The Sakala

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଛାତ୍ରଙ୍କ ମୃତ୍ୟୁ

ସୁବର୍ଣ୍ଣପୁର: ବିଦ୍ୟୁତ ଆଘାତରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଛାତ୍ର ହେଲେ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବାଙ୍କବିଜା ଗାଁର ଧର୍ମରାଜ ବାଗ । ସେ ଯୁକ୍ତ ଦୁଇରେ ପାଠ ପଢୁଥିଲେ। ୧୧କେଭି ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର