ବାରାହା ଫାସରେ ପଡି ଦୁଇ ନାବାଳକଙ୍କ ମୃତ୍ୟୁ

The Sakala Picture
Published On

ଉଲୁଣ୍ଡା: ଉଲୁଣ୍ଡା ଥାନା ଅନ୍ତର୍ଗତ ହାତିଲିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁ ନିକଟରେ ବାରହା ଫାସରେ ପଡି ଦୁଇ ଜଣ ନାବାଳକଙ୍କ ମୃତ୍ୟୁ ହୋଇ ଯାଇଛି । ନିଜ ବିଲ ନିକଟସ୍ଥ ଜଙ୍ଗଲକୁ ଛେଳି ଖୋଜିବାକୁ ଯାଇ ବିଦ୍ୟୁତ ସଂଯୁକ୍ତ ହୋଇଥିବା ବାରହା ଫାଶରେ ପଡି ଯାଇଥିଲେ । ବାପା ଗୁରୁତର ହୋଇ ଉଲୁଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁ ହୋଇଥିବା ନାବାଳକ ଦ୍ବୟ ହେଲେ ନବୀନ ଡୁଙ୍ଗଡୁଙ୍ଗ ପୁଅ ଜିତ ଡୁଙ୍ଗଡୁଙ୍ଗ(୧୪) […]

ଉଲୁଣ୍ଡା: ଉଲୁଣ୍ଡା ଥାନା ଅନ୍ତର୍ଗତ ହାତିଲିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁ ନିକଟରେ ବାରହା ଫାସରେ ପଡି ଦୁଇ ଜଣ ନାବାଳକଙ୍କ ମୃତ୍ୟୁ ହୋଇ ଯାଇଛି । ନିଜ ବିଲ ନିକଟସ୍ଥ ଜଙ୍ଗଲକୁ ଛେଳି ଖୋଜିବାକୁ ଯାଇ ବିଦ୍ୟୁତ ସଂଯୁକ୍ତ ହୋଇଥିବା ବାରହା ଫାଶରେ ପଡି ଯାଇଥିଲେ । ବାପା ଗୁରୁତର ହୋଇ ଉଲୁଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁ ହୋଇଥିବା ନାବାଳକ ଦ୍ବୟ ହେଲେ ନବୀନ ଡୁଙ୍ଗଡୁଙ୍ଗ ପୁଅ ଜିତ ଡୁଙ୍ଗଡୁଙ୍ଗ(୧୪) ଏବଂ ଜିତଙ୍କ ସଂପର୍କୀୟ ଭାଇ ରମେଶ ବୋଡ(୧୪) । ଉଲୁଣ୍ଡା ଡାକ୍ତରଖାନାରେ ନବୀନ ଡୁଙ୍ଗଡୁଙ୍ଗଙ୍କ ଚିକିତ୍ସା ଜାରି ରହିଛି । ତେବେ ଉଲୁଣ୍ଡା ପୁଲିସ୍ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟର ଡିଜିଟାଲ ଓ ମୋବାଇଲ ସଂଯୋଗର ସାନ୍ଦ୍ରତା ନେଇ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ମାନସ ମଙ୍ଗରାଜ

10 Dec 2023 By The Sakala

ବାରାହା ଫାସରେ ପଡି ଦୁଇ ନାବାଳକଙ୍କ ମୃତ୍ୟୁ

ଉଲୁଣ୍ଡା: ଉଲୁଣ୍ଡା ଥାନା ଅନ୍ତର୍ଗତ ହାତିଲିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁ ନିକଟରେ ବାରହା ଫାସରେ ପଡି ଦୁଇ ଜଣ ନାବାଳକଙ୍କ ମୃତ୍ୟୁ ହୋଇ ଯାଇଛି । ନିଜ ବିଲ ନିକଟସ୍ଥ ଜଙ୍ଗଲକୁ ଛେଳି ଖୋଜିବାକୁ ଯାଇ ବିଦ୍ୟୁତ ସଂଯୁକ୍ତ ହୋଇଥିବା ବାରହା ଫାଶରେ ପଡି ଯାଇଥିଲେ । ବାପା ଗୁରୁତର ହୋଇ ଉଲୁଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁ ହୋଇଥିବା ନାବାଳକ ଦ୍ବୟ ହେଲେ ନବୀନ ଡୁଙ୍ଗଡୁଙ୍ଗ ପୁଅ ଜିତ ଡୁଙ୍ଗଡୁଙ୍ଗ(୧୪) ଏବଂ ଜିତଙ୍କ ସଂପର୍କୀୟ ଭାଇ ରମେଶ ବୋଡ(୧୪) । ଉଲୁଣ୍ଡା ଡାକ୍ତରଖାନାରେ ନବୀନ ଡୁଙ୍ଗଡୁଙ୍ଗଙ୍କ ଚିକିତ୍ସା ଜାରି ରହିଛି । ତେବେ ଉଲୁଣ୍ଡା ପୁଲିସ୍ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଜାରି ରଖିଛି ।

https://www.thesakala.in/latest-odisha-news/subarnapur/two-minors-died-after-falling-into-baraha-nets/article-28098
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର