ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Madhusudan Das Picture
Published On

ଭୁବନେଶ୍ୱର: 'ସୁଭଦ୍ରା'କୁ ନେଇ ଆସିଲା ବଡ ଖବର । ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଯିବ ୨୫୦ କୋଟି ଟଙ୍କାର ସହାୟତା ରାଶି । 

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାନୁଆରୀ ୧୮ ତାରିଖ ସୁଦ୍ଧା ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ସହାୟତା ପ୍ରଦାନ କରାଯିବ। ​​​​​​​ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି  । ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

13 Jan 2026 By Madhusudan Das

ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: 'ସୁଭଦ୍ରା'କୁ ନେଇ ଆସିଲା ବଡ ଖବର । ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଯିବ ୨୫୦ କୋଟି ଟଙ୍କାର ସହାୟତା ରାଶି । 

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାନୁଆରୀ ୧୮ ତାରିଖ ସୁଦ୍ଧା ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ସହାୟତା ପ୍ରଦାନ କରାଯିବ। ​​​​​​​ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି  । ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି ।

https://www.thesakala.in/latest-odisha-news/subhadra-installment-will-be-available-by-the-18th-january/article-44059
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର