ଆଜି ଆସିବ ସୁଭଦ୍ରା ତାରିଖ !, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିପାରନ୍ତି ଘୋଷଣା…

The Sakala Picture
Published On

ଭୁବନେଶ୍ୱର: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ଆଜି ବଡ ଖବର ଆସିଛି । କେଉଁ ଦିନ ସୁଭଦ୍ରା ସହାୟତା ରାଶି ମିଳିବ ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା କରିପାରନ୍ତି । ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ […]

ଭୁବନେଶ୍ୱର: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ଆଜି ବଡ ଖବର ଆସିଛି । କେଉଁ ଦିନ ସୁଭଦ୍ରା ସହାୟତା ରାଶି ମିଳିବ ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା କରିପାରନ୍ତି । ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ କିସ୍ତି ଅପେକ୍ଷାରେ ହିତାଧିକାରୀ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

27 Sep 2024 By The Sakala

ଆଜି ଆସିବ ସୁଭଦ୍ରା ତାରିଖ !, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିପାରନ୍ତି ଘୋଷଣା…

ଭୁବନେଶ୍ୱର: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ଆଜି ବଡ ଖବର ଆସିଛି । କେଉଁ ଦିନ ସୁଭଦ୍ରା ସହାୟତା ରାଶି ମିଳିବ ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା କରିପାରନ୍ତି । ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ କିସ୍ତି ଅପେକ୍ଷାରେ ହିତାଧିକାରୀ ରହିଛନ୍ତି ।

https://www.thesakala.in/latest-odisha-news/subhadra-yojana-big-update/article-35466
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର