ମହିଳାଙ୍କୁ ମିଳିଲା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପ୍ରଦାନ କରାଯାଇଛି। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ୧୮ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ୍‌ ଖାତାକୁ ଟଙ୍କା ଯିବା ପରେ ମୋଟ୍‌ […]

ଭୁବନେଶ୍ୱର: ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପ୍ରଦାନ କରାଯାଇଛି। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ୧୮ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ୍‌ ଖାତାକୁ ଟଙ୍କା ଯିବା ପରେ ମୋଟ୍‌ ଲାଭାର୍ଥୀଙ୍କ ସଂଖ୍ୟା ୯୮ଲକ୍ଷରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

08 Feb 2025 By The Sakala

ମହିଳାଙ୍କୁ ମିଳିଲା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର: ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପ୍ରଦାନ କରାଯାଇଛି। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ୧୮ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ୍‌ ଖାତାକୁ ଟଙ୍କା ଯିବା ପରେ ମୋଟ୍‌ ଲାଭାର୍ଥୀଙ୍କ ସଂଖ୍ୟା ୯୮ଲକ୍ଷରେ ପହଞ୍ଚିଛି।

https://www.thesakala.in/latest-odisha-news/subhadra-yojana-fourth-phase-of-first-installment-released/article-38543
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର