ସୁଭଦ୍ରା ଯୋଜନା: ଘୋଷଣା ହେଲା ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ…

ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ […]

ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି ।

About The Author: The Sakala