ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସୁବ୍ରତ ବାଗଚୀ ହେଲେ ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା

The Sakala Picture
Published On

ଭୁବନେଶ୍ବର: ସୁବ୍ରତ ବାଗ୍‌ଚୀଙ୍କୁ ମିଳିଲା ନୂଆ ଦାୟିତ୍ବ । ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା ହେଲେ ସୁବ୍ରତ ବାଗଚୀ । ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବ୍ରତ ବାଗଚୀଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ମିଳିବ । ଆନୁଷ୍ଠାନିକ ଦକ୍ଷତା ବୃଦ୍ଧି ଦିଗରେ ପରାମର୍ଶ ଦେବେ ସୁବ୍ରତ ବାଗଚୀ । ଶ୍ରୀ ବାଗଚୀ ରାଜ୍ୟର ସମସ୍ତ ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାନର ସଂସ୍ଥାଗତ କ୍ଷମତା ବିକାଶ ପାଇଁ ରାଜ୍ୟ ସରକାରଙ୍କ […]

ଭୁବନେଶ୍ବର: ସୁବ୍ରତ ବାଗ୍‌ଚୀଙ୍କୁ ମିଳିଲା ନୂଆ ଦାୟିତ୍ବ । ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା ହେଲେ ସୁବ୍ରତ ବାଗଚୀ । ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବ୍ରତ ବାଗଚୀଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ମିଳିବ । ଆନୁଷ୍ଠାନିକ ଦକ୍ଷତା ବୃଦ୍ଧି ଦିଗରେ ପରାମର୍ଶ ଦେବେ ସୁବ୍ରତ ବାଗଚୀ । ଶ୍ରୀ ବାଗଚୀ ରାଜ୍ୟର ସମସ୍ତ ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାନର ସଂସ୍ଥାଗତ କ୍ଷମତା ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ପାଇଛନ୍ତି । ସେ ରାଜ୍ୟର ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାଗୁଡ଼ିକର ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ ଦିଗରେ କାର୍ଯ୍ୟ କରିବେ ଓ ସେସବୁକୁ ବିଶ୍ୱସ୍ତରୀୟ କରିବା ପାଇଁ ସହାୟତା ଦେବେ । ଏହା ପୂର୍ବରୁ ସେ ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଥିଲେ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

04 Aug 2023 By The Sakala

ସୁବ୍ରତ ବାଗଚୀ ହେଲେ ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା

ଭୁବନେଶ୍ବର: ସୁବ୍ରତ ବାଗ୍‌ଚୀଙ୍କୁ ମିଳିଲା ନୂଆ ଦାୟିତ୍ବ । ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା ହେଲେ ସୁବ୍ରତ ବାଗଚୀ । ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବ୍ରତ ବାଗଚୀଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ମିଳିବ । ଆନୁଷ୍ଠାନିକ ଦକ୍ଷତା ବୃଦ୍ଧି ଦିଗରେ ପରାମର୍ଶ ଦେବେ ସୁବ୍ରତ ବାଗଚୀ । ଶ୍ରୀ ବାଗଚୀ ରାଜ୍ୟର ସମସ୍ତ ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାନର ସଂସ୍ଥାଗତ କ୍ଷମତା ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ପାଇଛନ୍ତି । ସେ ରାଜ୍ୟର ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାଗୁଡ଼ିକର ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ ଦିଗରେ କାର୍ଯ୍ୟ କରିବେ ଓ ସେସବୁକୁ ବିଶ୍ୱସ୍ତରୀୟ କରିବା ପାଇଁ ସହାୟତା ଦେବେ । ଏହା ପୂର୍ବରୁ ସେ ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର