ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

The Sakala Picture
Published On

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ସୁଦର୍ଶନ। ବାଲୁକା କଳା ମାଧ୍ୟମରେ ସେମାନଙ୍କର ସଫଳତା କାମନା କରିଛନ୍ତି । ଚଳିତ ପାରା […]

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ସୁଦର୍ଶନ। ବାଲୁକା କଳା ମାଧ୍ୟମରେ ସେମାନଙ୍କର ସଫଳତା କାମନା କରିଛନ୍ତି । ଚଳିତ ପାରା ଅଲିମ୍ପିକ୍ସରେ ଭାରତରୁ ୫୪ ଜଣ ଆଥଲେଟ୍ ଭାଗ ନେଉଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

24 Aug 2021 By The Sakala

ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳା ମାଧ୍ଯମରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ସୁଦର୍ଶନ। ବାଲୁକା କଳା ମାଧ୍ୟମରେ ସେମାନଙ୍କର ସଫଳତା କାମନା କରିଛନ୍ତି । ଚଳିତ ପାରା ଅଲିମ୍ପିକ୍ସରେ ଭାରତରୁ ୫୪ ଜଣ ଆଥଲେଟ୍ ଭାଗ ନେଉଛନ୍ତି।

https://www.thesakala.in/latest-odisha-news/sudarsan-greets-and-congratulates-indian-para-olympians-through-sand-art/article-4850
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର