ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ସୁଜାତା ଆର୍‌ କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ୱ

The Sakala Picture
Published On

ଭୁବନେଶ୍ୱର: ମିଶନ ଶକ୍ତି ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଥିବା ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଜାତା ଆର କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତୀ କାର୍ତ୍ତିକେୟନ ମିଶନଶକ୍ତି ବିଭାଗ ସହିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗର ଦାୟିତ୍ୱ ତୁଲାଉଥିଲେ। ତାଙ୍କ ସ୍ଥାନରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଥିବା ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର […]

ଭୁବନେଶ୍ୱର: ମିଶନ ଶକ୍ତି ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଥିବା ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଜାତା ଆର କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତୀ କାର୍ତ୍ତିକେୟନ ମିଶନଶକ୍ତି ବିଭାଗ ସହିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗର ଦାୟିତ୍ୱ ତୁଲାଉଥିଲେ। ତାଙ୍କ ସ୍ଥାନରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଥିବା ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ଏଥି ସହିତ ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଭାବେ ଦାୟିତ୍ୱ ତୁଲାଇବେ ବୋଲି ଶୁକ୍ରବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ କଲା STF; ୩ ଗିରଫ, ୩.୮୬ ଲକ୍ଷ ଟଙ୍କା ଜବତ

03 May 2024 By The Sakala

ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ସୁଜାତା ଆର୍‌ କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ମିଶନ ଶକ୍ତି ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଥିବା ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଜାତା ଆର କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତୀ କାର୍ତ୍ତିକେୟନ ମିଶନଶକ୍ତି ବିଭାଗ ସହିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗର ଦାୟିତ୍ୱ ତୁଲାଉଥିଲେ। ତାଙ୍କ ସ୍ଥାନରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଥିବା ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି।

ଏଥି ସହିତ ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଭାବେ ଦାୟିତ୍ୱ ତୁଲାଇବେ ବୋଲି ଶୁକ୍ରବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର